Posted inଫୁରସତ

ପ୍ଲାଷ୍ଟିକ୍‌ ବୋତଲରୁ ତିଆରି ୨୮.୫ ମିଟର ଉଚ୍ଚର କ୍ରିସ୍‌ମାସ ଟ୍ରି’

ଲେବାନନ୍‌: ପ୍ଲାଷ୍ଟିକ୍‌ ବ୍ୟବହାର ଯୋଗୁ କେବଳ ଭାରତ ନୁହେଁ, ସମଗ୍ର ବିଶ୍ୱ ପ୍ରତି ଏହା ବିପଦ ସୃଷ୍ଟି କରିଚାଲିଛି। ପ୍ରତ୍ୟେକ ଦେଶର ସରକାର ଏହାକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ଜୋର୍‌ଦାର ପ୍ରୟାସ ବି ଚଳାଇଛନ୍ତି। ଏହି ଅଭିଯାନରେ ସାମିଲ ହୋଇଛି ଉତ୍ତର ଲେବାନନ୍‌। ପ୍ଲାଷ୍ଟିକ୍‌ ବନ୍ଦ କରିବାକୁ ଏହି ଦେଶ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛି। ଏଠାରେ ୧ ଲକ୍ଷ ୨୦ ହଜାର ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର କରାଯାଇ ୨୮.୫ ମିଟର ଲମ୍ବର ଏକ କ୍ରିସ୍‌ମାସ ଟ୍ରି’ ତିଆରି କରାଯାଇଛି। ଏହାକୁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ଦେବାକୁ ଚେଷ୍ଟା ଜାରିରହିଛି।


ଉତ୍ତର ଲେବାନନ୍‌ର ଚେକ୍କା ଗାଁରେ ଏପରି ଏକ ଭିନ୍ନ କ୍ରିସ୍‌ମାସ ଟ୍ରି’ ଦେଖିବାକୁ ମିଳିଛି। ଏହାକୁ ସମସ୍ତ ଗ୍ରାମବାସୀ ମିଶି ତିଆରି କରିଛନ୍ତି। ଗ୍ରାମବାସୀ କୁହନ୍ତି, ଏହା ବିଶ୍ୱର ସବୁଠାରୁ ବଡ଼ କ୍ରିସ୍‌ମାସ ଟ୍ରି’, ଯାହା ଖୁବ୍‌ଶୀଘ୍ର ଗିନିଜ୍‌ ରେକର୍ଡରେ ସ୍ଥାନ ପାଇବାକୁ ଯାଉଛି। ଏହାର ମୁଖ୍ୟ କ୍ୟାରୋଲିନ୍‌ ଛେବିଟିନି କୁହନ୍ତି, ଏହି ଟ୍ରି ବିଶ୍ୱର ସମସ୍ତ ଲୋକଙ୍କୁ ପ୍ରଦୂଷଣରୁ ସୁରକ୍ଷିତ ରଖିବା ପାଇଁ ବାର୍ତ୍ତା ଦେବ। ଟ୍ରି’ଟିକୁ ତିଆରି କରିବା ପାଇଁ ୬ ମାସ ସମୟ ଲାଗିଛି। ଗ୍ରାମବାସୀ ସୋସିଆଲ ମିଡିଆ ମାଧ୍ୟମରେ ବୋତଲ ସଂଗ୍ରହ କରିବାକୁ ନିବେଦନ କରିଥିଲେ। ଲୋକେ ମଧ୍ୟ ଧୀରେ ଧୀରେ ଏଥିରେ ସହଯୋଗ କରିଥିଲେ। ଯେଉଁଥିପାଇଁ ଏହା ସମ୍ଭବ ହୋଇପାରିଛି। କ୍ୟାରୋଲିନ୍‌ କୁହନ୍ତି, ଏହି ଟ୍ରି’କୁ ଲୋକଙ୍କ ଦେଖିବା ଲାଗି ଦେଢ଼ ମାସ ରଖାଯିବ। ଏହା ପରେ ବୋତଲର ରିସାଇକ୍ଲିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri