Posted inଜାତୀୟ

ପ୍ୟାନେଲ ଗଠନ କରାଯିବ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଏକକାଳୀନ ନିର୍ବାଚନ ପାଇଁ ସମୟବଦ୍ଧ ଭାବେ ପ୍ରସ୍ତାବ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପ୍ୟାନେଲ ଗଠନ କରିବାକୁ ଯାଉଛନ୍ତି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ବୁଧବାର ସୂଚନା ଦେଇଛନ୍ତି। ସର୍ବଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସମ୍ବୋଧିତ କରି ରାଜନାଥ କହିଛନ୍ତି, ଲୋକ ସଭା ସହ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ ପାଇଁ ଅଧିକାଂଶ ଦଳ ସମର୍ଥନ କରିଛନ୍ତି। ସିପିଆଇ ଏବଂ ସିପିଆଇଏମ୍‌ ଏହି ପ୍ରସ୍ତାବକୁ ବିରୋଧ କରିନାହାନ୍ତି। ତେବେ ଏକସଙ୍ଗେ କିପରି ନିର୍ବାଚନ କରାଯାଇପାରିବ ସେନେଇ ବାମପନ୍ଥୀ ଦଳଗୁଡ଼ିକ ଭିନ୍ନମତ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି…

ସୋନିଆ-ରାହୁଲଙ୍କ ଉପରେ ଝୁଲୁଛି ଖଣ୍ଡା: ଗୋଟିଏ ଝଟ୍‌କାରେ ହରାଇପାରନ୍ତି ସଦସ୍ୟତା

ନୂଆଦିଲ୍ଲୀ,୧୩।୩: ନେହେରୁ-ଗାନ୍ଧୀ ପରିବାର ଉପରେ ଆଇନଗତ ଖଣ୍ଡା ଝୁଲୁଛି। ଦୁଇଟି ପୃଥକ ମାମଲା ଗୋଟିଏ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏବଂ ଅନ୍ୟଟି ଲକ୍ଷ୍ନୌ ହାଇକୋର୍ଟରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri