Posted inଖେଳ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି।  ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ  ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି।  ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ  ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri