ଫର୍ଚୁନ ବିଜନେସ୍‌ ପର୍ସନ ଅଫ୍‌ ଦି ଇୟର ତାଲିକାରେ ୩ ଭାରତୀୟ

ନୂଆଦିଲ୍ଲୀ,୨୧-୧୧: ଫର୍ଚୁନ ପକ୍ଷରୁ ପ୍ରକାଶିତ ୨୦୧୯ ବିଜନେସ ପର୍ସନ ଅଫ୍‌ ଦି ଇୟର ତାଲିକାରେ ୩ ଭାରତୀୟ ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନାଡେଲା, ମାଷ୍ଟର କାର୍ଡ ସିଇଓ ଅଜୟ ବାଙ୍ଗା ଏବଂ ଆରିଷ୍ଟାର ପ୍ରମୁଖ ନିର୍ବାହୀ ଜୟଶ୍ରୀ ଉଲ୍ଲାଲ ସାମିଲ ଅଛନ୍ତି। ତାଲିକାର ପ୍ରଥମ ସ୍ଥାନରେ ସତ୍ୟ ନାଡେଲା ଥିବା ବେଳେ ଅଷ୍ଟମ ସ୍ଥାନରେ ଅଜୟ ବାଙ୍ଗା ଏବଂ ୧୮ତମ ସ୍ଥାନରେ ଜୟଶ୍ରୀ ଉଲ୍ଲାଲ ରହିଛନ୍ତି। ଫର୍ଚୁନର ଏହି ସୂଚୀରେ ବ୍ୟବସାୟ ଜଗତର ୨୦ ପ୍ରମୁଖ ଲିଡରଙ୍କୁ ସାମିଲ କରାଯାଇଛି। ସାହସର ସହ ଲକ୍ଷ୍ୟ ହାସଲ ଦିଗରେ ଏମାନେ ନିଜର ଯୋଗଦାନ ରଖିଛନ୍ତି। ଚ୍ୟାଲେଞ୍ଜିଂ ସ୍ଥିତି ସାମ୍ନା କରିବା ସହ ଅଭିନବ ସମାଧାନ ବାହାର କରିବା ଦିଗରେ ଏହି ବ୍ୟକ୍ତିବିଶେଷଙ୍କ ବିଶେଷ ଯୋଗଦାନ ରହିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତାଲିକାର ପ୍ରଥମ ସ୍ଥାନରେ ଥିବା ସତ୍ୟ ନାଡେଲା ୨୦୧୪ ପରଠାରୁ ମାଇକ୍ରୋସଫ୍ଟର ମଙ୍ଗ ସମ୍ଭାଳିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri