ଫଳକ ଲଗା କାନ୍ଥ ଭୁଷୁଡ଼ି ଛାତ୍ରଙ୍କ ମୃତ୍ୟୁ ଘଟଣା: କନିଷ୍ଠ ଯନ୍ତ୍ରୀଙ୍କ ନାମରେ ମାମଲା, ପୋଲିସର ତନାଘନା

ପୁରୁଷୋତ୍ତମପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବାଘଳା ପଞ୍ଚାୟତ ଆଙ୍ଗୁ ନୂତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସୂଚନା ଫଳକ କାନ୍ଥ ଭୂଷୁଡ଼ି ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ବୁଦ୍ଧିଆ ଦାସଙ୍କ ପୁଅ ଶ୍ୟାମ ଦାସଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ସ୍କୁଲ ଏବଂ ବ୍ଲକ କର୍ତ୍ତୃପକ୍ଷ ପରସ୍ପର ଦୋଷ ଲଦାଲଦି ହେବାରେ ଲାଗିଛନ୍ତି। ଗୋଟିଏ ପକ୍ଷରେ ନିମ୍ନମାନର କାର୍ଯ୍ୟଯୋଗୁ ନୀରିହ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ପ୍ରଧାନ ଶିକ୍ଷକ ଅଭିଯୋଗ କରିଥିବା ବେଳେ ଅପରପକ୍ଷେ ବିଡିଓ ଏହାକୁ ଶିକ୍ଷକଙ୍କ ଦାୟିତ୍ୱହୀନତା ବୋଲି କହିଛନ୍ତି। ତେବେ ଏହି ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀଙ୍କ ସମେତ ୍‌ଅଞ୍ଚଳର ବିଭିନ୍ନ ସଂଗଠନ ପକ୍ଷରୁ ଦାବି ହୋଇଛି। ଥାନାରେ ମାମଲା ନଂ(୧୮୫/୧୯), ଦଫା ୩୦୪(ଏ) ପ୍ରକାରେ କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ତନାଘନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri