Posted inଜାତୀୟ

ଫଳାଫଳ ଆସିବା ପରେ ଆଜି ପ୍ରଥମଥର ବାୟନାଡ ଗସ୍ତରେ ଯିବେ ରାହୁଲ

ଥିରୁଭାନନ୍ତପୂରମ, ୭।୬: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ଶୁକ୍ରବାର ପ୍ରଥମଥର ପାଇଁ କେରଳର ବାୟନାଡ ଗସ୍ତରେ ଯିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ବାୟନାଡ ଲୋକ ସଭା ଆସନରୁ ଜିତିବା ପରେ ରାହୁଲ ଦୁଇଦିନିଆ ଗସ୍ତରେ ସେଠାକୁ ଯିବେ ବୋଲି ଜଣାପଡିଛି। ଅଧିକ ସଂଖ୍ୟା ଭୋଟ ଦେଇ ଜିତାଇଥିବାରୁ ରାହୁଲ ଜନତାଙ୍କୁ ଧନ୍ୟବାଦ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ବାୟନାଡ ଜନତା ମଧ୍ୟ ରାହୁଲଙ୍କୁ ସ୍ବାଗତ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ରାହୁଲ ଉତ୍ତର ପ୍ରଦେଶର ଆମେଠି ଏବଂ କେରଳର ବାୟନାଡ ଆସନରୁ ପ୍ରାର୍ଥୀ ହୋଇଥିଲେ। ଆମେଠିରୁ ସେ ସ୍ମୃତି ଇରାନୀଙ୍କଠାରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶବାସୀଙ୍କୁ ସମ୍ବୋଧିତ କରିବା ପରେ ମୋଦିଙ୍କୁ ଟାର୍ଗେଟ କଲେ ବିରୋଧି, କହିଲେ…

ନୂଆଦିଲ୍ଲୀ,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳକୁ ‘ମହିଳା ବିରୋଧୀ’ ବୋଲି ଆଖ୍ୟା ଦେବା ପରେ ଅନେକ ନେତା ତାଙ୍କ ବିରୋଧରେ ତୀବ୍ର ସମାଲୋଚନା କରିଥିଲେ। କଂଗ୍ରେସ…

ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୂରାଇ ଦେଲେ ପ୍ରଧାନଶିକ୍ଷକ: ସ୍କୁଲରେ ହାଇଡ୍ରାମା 

କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ  ବିଛୁଆତି।  ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…

ପୁଣି ଥରେ ମା’ ହେବେ ଦୀପିକା ପାଦୁକୋନ, ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି କହିଲେ…

ମୁମ୍ବାଇ: ବଲିଉଡ ଷ୍ଟାର୍‌ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି।…

ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ: ଅଞ୍ଚଳରେ ଚାଞ୍ଚଲ୍ୟ

କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଥିଲେ: ଧକ୍କା ହେଲା ୨ ବାଇକ୍, ଶିକ୍ଷକ ମୃତ

ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍‌କୁ ପଛପଟୁ ଆଉ…

ଗାଁରେ ପଶି ଘର ଭାଙ୍ଗିଲା, ଚାଉଳ ଖାଇଲା ଦନ୍ତା 

ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି…

ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ…

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri