ଜନଶୁଣାଣିରେ ଷଣ୍ଢ

ରାଜନଗର,୨୮।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକଠାରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଚାଲିଥିଲା। ଗୋରୁ ବିଭିନ୍ନ ସମୟରେ ଫସଲ ନଷ୍ଟ କରୁଥିବାରୁ ଏହାର ପ୍ରତିବାଦ କରି ଚାଷୀମାନେ ୨ଶହରୁ ଊର୍ଦ୍ଧ୍ୱ ଷଣ୍ଢଙ୍କୁ ବ୍ଲକ କାର୍ଯ୍ୟାଳୟରେ ଠୁଳକରି ଅଭିନବ ଉପାୟରେ ପ୍ରତିବାଦ କରିଥିଲେ। ଜିଲାପାଳ ସମର୍ଥ ବର୍ମା ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଶାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri