ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ମାରି ଲୁଟ୍‌

ଭାପୁର,୨୭।୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ଅଧୀନ ଘଟିପିରି କଳାଙ୍ଗ ରାସ୍ତାର ମାଧପୁର ନିକଟରେ ସୋମବାର ଅପରାହ୍ନରେ ଫାଇନାନ୍ସ କର୍ମଚାରୀ ସୁବୋଧ କୁମାର ଜେନାଙ୍କଠାରୁ ଲୁଟ୍‌ ହୋଇଛି। ୩ ଦୁର୍ବୁତ୍ତ ତାଙ୍କୁ ମାଡ଼ ମାରି ବାଇକ ସହ ପ୍ରାୟ ୨୮ ହଜାର ଟଙ୍କା ଓ ମୋବାଇଲ ଲୁଟି ନେଇଥିବା ସୁବୋଧ ଭାପୁର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri