Posted inଖେଳ

ଫାଇନାଲରେ ସିମରନଜିତ୍‌, ଡାଗର

ନୂଆଦିଲ୍ଲୀ,୨୬।୭(ପିଟି)- ବିଶ୍ୱ ଚାମ୍ପିୟନଶିପ ବ୍ରୋଞ୍ଜ ପଦକଧାରୀ ସିମରନଜିତ କୌର (୬୦ କିଗ୍ରା) ଓ ଗିବି ବକ୍ସିଂ ଟୁର୍ନାମେଣ୍ଟର ରୌପ୍ୟ ପଦକ ବିଜେତା ଦୀନେଶ ଡାଗର (୬୯ କିଗ୍ରା) ଇଣ୍ଡୋନେସିଆର ଲାବୁଆନବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। ଅଙ୍କୁଶ ଡାହିୟା (୬୪ କିଗ୍ରା) ଓ ଅନନ୍ତ ପ୍ରହ୍ଲାଦ ଚୋପଡେ (୫୨ କିଗ୍ରା) ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ସିମରନଜିତ ଇଟାଲୀର ଫ୍ରାନ୍ସେସ୍କା ମାର୍ଟୁସ୍କଏଲୋଙ୍କୁ ୫-୦ ପଏଣ୍ଟରେ ହରାଇଦେଇଛନ୍ତି। ସ୍ବର୍ଣ୍ଣ ପଦକ ମୁକାବିଲାରେ ଘରୋଇ ବକ୍ସର ହାସନା ହୁସ୍ବାତୁନଙ୍କୁ ଭେଟିବେ। ସେହିଭଳି ଡାଗର ୬୯ କିଗ୍ରା ବର୍ଗର ଫାଇନାଲରେ ଇଣ୍ଡୋନେସିଆର ସାମଦା ସପୁତ୍ରଙ୍କ ସହ ଲଢ଼େଇ କରିବେ। ସେ ଏକତରଫା ସେମିଫାଇନାଲରେ ଘରୋଇ ବକ୍ସର ନୂମେଓ ଦେଫ୍ରିଙ୍କୁ ହରାଇ ଦେଇଥିଲେ। ଏଥିପୂର୍ବରୁ ମୋନିକା (୪୮ କିଗ୍ରା) ଓ ନୀରଜ ସ୍ବାମୀ (୪୯ କିଗ୍ରା) ସେମିଫାଇନାଲରେ ସ୍ଥାନ ପକ୍କା କରି ପଦକ ନିଶ୍ଚିତ କରିଥିଲେ। ୬ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରୀକମ୍‌ଙ୍କ ନେତୃତ୍ୱରେ ୧୦ ଜଣିଆ ଭାରତୀୟ ଦଳ ଏହି ସମ୍ମାନଜନକ ଇଭେଣ୍ଟରେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri