‘ଫାର୍ଷ୍ଟ ଗର୍ଲଫ୍ରେଣ୍ଡ’ଙ୍କ ଭବିଷ୍ୟତ ନେଇ ଚର୍ଚ୍ଚା

ଲଣ୍ଡନ,୨୪ା୭(ପି.ଟି.): ବୋରିସ୍‌ ଜନ୍‌ସନ୍‌ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଭାବେ ଡାଉନିଂ ଷ୍ଟ୍ରିଟ୍‌ରେ ଅବସ୍ଥାନ କରିବାକୁ ଯାଉଥିବାବେଳେ ତାଙ୍କଠୁ ବୟସରେ ଯଥେଷ୍ଟ ସାନ ତରୁଣୀ-ବାନ୍ଧବୀ କ୍ୟାରି ସାଇମଣ୍ଡ୍ସଙ୍କୁ ସାଥିରେ ରଖିବେ କି ନାହିଁ ସେଥିନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଦୁଇଥର ବିବାହ କରିଥିବା ବୋରିସ୍‌ ମଙ୍ଗଳବାର କଞ୍ଜରଭେଟିଭ୍‌ ପାର୍ଟିର ନେତା ନିର୍ବାଚିତ ହେବା ପରେ ସେ ପ୍ରଧାନମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ଦୀର୍ଘ ୩୧ବର୍ଷ ଧରି ଦଳର କମ୍ୟୁନିକେଶନ୍‌ ଡାଇରେକ୍ଟର ଭାବେ କାର୍ଯ୍ୟ କରିଆସୁଥିବା ବୋରିସ୍‌ଙ୍କୁ କୁଇନ୍‌ ଏଲିଜାବେଥ୍‌ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।
ସାଇମଣ୍ଡ୍ସ ହେଉଛନ୍ତି ପରିବେଶ ସୁରକ୍ଷାର ଜଣେ ଆଗଧାଡିର ପ୍ରଚାରକ। ୨୦୧୨ରେ ଲଣ୍ଡନର ମେୟର ନିର୍ବାଚନ ବେଳେ ସେ ବୋରିସ୍‌ଙ୍କ ପାଇଁ ପ୍ରଚାର କରିଥିଲେ। ୨୦୧୮ରେ ବୋରିସ୍‌ ଦୀର୍ଘ ୨୬ବର୍ଷର ବୈବାହିକ ଜୀବନର ଅନ୍ତ ଘଟାଇଥିଲେ। ବିବାହ ବିଚ୍ଛେଦ ଘଟିବା ପରେ ତରୁଣୀ ସାଇମଣ୍ଡ୍ସଙ୍କ ସହିତ ତାଙ୍କର ସମ୍ପର୍କ ବିଷୟ ଚର୍ଚ୍ଚାର ପରିସରକୁ ଆସିଥିଲା। ତେବେ ବୋରିସ୍‌ କ୍ଷମତାକୁ ଆସିବା ପରେ ଦେଶର ‘ଫାର୍ଷ୍ଟ ଗର୍ଲଫ୍ରେଣ୍ଡ’ଙ୍କ ଭବିଷ୍ୟତ ନେଇ ବ୍ରିଟିଶ ଖବରକାଗଜଗୁଡିକରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri