Posted inଜାତୀୟ

ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ଶୁଣାଣି

ହାଇଦ୍ରାବାଦ,୨ା୧୨(ପି.ଟି.): ତେଲଙ୍ଗାନାର ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର ଫାଷ୍ଟ-ଟ୍ରାକ୍‌ କୋର୍ଟରେ ହେବ ବୋଲି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ରବିବାର କହିଛନ୍ତି। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦାବିରେ ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲାବେଳେ ପ୍ରଥମ ଥର ଲାଗି କେସିଆର୍‌ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି। ଫାଷ୍ଟ-ଟ୍ରାକ୍‌ କୋର୍ଟରେ ଶୁଣାଣି କରାଯାଇ ତୁରନ୍ତ ନ୍ୟାୟ ପ୍ରଦାନ କରାଯିବ। ପୀଡ଼ିତାଙ୍କ ପରିବାରକୁ ସମସ୍ତ ଆବଶ୍ୟକ ସହାୟତା ଯୋଗାଇଦେବାକୁ ତାଙ୍କ ସରକାର ପ୍ରସ୍ତୁତ ବୋଲି କେସିଆର୍‌ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଧାନ ରୋଇବା ବେଳେ ବଜ୍ରପାତ, ବିଲରେ ଘଟିଲା ଏମିତି…

ପାତ୍ରପୁର,୯।୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ତଣ୍ଡିପୁର ଗ୍ରାମରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

ସ୍ତ୍ରୀ ଶୋଇଥିବା ବେଳେ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ, ଏବେ ଗଲେ ଜେଲ

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଏ.ଅନ୍ତରା ପାତ୍ର ତାଙ୍କ ସ୍ତ୍ରୀ ଏ.ଶଶି ପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri