ଫାଷ୍ଟଫୁଡ ଷ୍ଟଲ୍‌ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ

କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍‌ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨ କୁଇଣ୍ଟାଲ ବାସୀ ଖାଦ୍ୟ ଫିଙ୍ଗାଯିବା ସହ ସମ୍ପୃକ୍ତ ବ୍ୟବସାୟୀଙ୍କ ଠାରୁ ୮ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ସିଏମସି ସ୍ବାସ୍ଥ୍ୟ ଅଧିକାରୀ ଡା. ଉମେଶ ଚନ୍ଦ୍ର ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଡା. ପାଣିଗ୍ରାହୀଙ୍କ ନେତୃତ୍ୱରେ ଫୁଡ ଇନ୍ସପେକ୍ଟରମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଏହି ଚଢ଼ାଉ କରିଥିଲା। ସେହିପରି ସିଏମ୍‌ସି ପକ୍ଷରୁ ପଲିଥିନ ନିୟନ୍ତ୍ରଣ ପାଇଁ ପଡ଼ିଆରେ ଥିବା ସମସ୍ତ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ଚଢାଉ ବେଳେ ୨ ଜଣ ବ୍ୟବସାୟୀଙ୍କଠାରୁ ୩କେଜି ପଲିଥିନ ଜବତ କରାଯିବା ସହ ୪୦୦ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ପଲିଥିନ ନିୟନ୍ତ୍ରଣ ହୋଇଥିବାରୁ ଯାତ୍ରା ପଡ଼ିଆରେ ଆବର୍ଜନା ମଧ୍ୟ କମିଥିବା ସିଏମ୍‌ସି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପ୍ରଭାକର ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri