ଫିଫା ବିଶ୍ୱକପ୍‌: ଷ୍ଟାଡିୟମ ନିର୍ମାଣ ସ୍ଥଳରେ କରୋନା ସଂକ୍ରମଣ

ଦୋହା,୧୭।୪(ଏଏଫ୍‌ପି): ୨୦୨୨ ଫିଫା ବଶ୍ୱକପ୍‌ ମଧ୍ୟପ୍ରାଚ୍ୟ ଦେଶ କାତାରରେ ଆୟୋଜନ ହେବ। ବିଶ୍ୱକପ୍‌ ପାଇଁ ନିର୍ମାଣାଧିନ ଷ୍ଟାଡିୟମ ନିକଟରେ କେତୋଟି କରୋନା ଭାଇରସ ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଷ୍ଟାଡିୟମ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଶ୍ରମକମାନଙ୍କ ମଧ୍ୟରୁ ୩ ଜଣ କରୋନ ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିବା କୁହାଯାଇଛି। ଫଳରେ କାତାରରେ କୋଭିଡ-୧୯ କାରଣରୁ ୭ଜଣ ଲୋକ ପ୍ରାଣ ହରାଇଛନ୍ତି ଓ ୪, ୧୦୩ ଜଣ ଲୋକ ସଂକ୍ରମିତ ହୋଇଛନ୍ତି। ତେବେ ବୁଧବାର ପ୍ରଥମଥର ପାଇଁ କୌଣସି ଶ୍ରମିକ ସଂକ୍ରମିତ ହୋଇଛନ୍ତି ବୋଲି କୁହାଯାଇଛି। କରୋନା ଭାଇରସ ଆତଙ୍କ ସତ୍ତ୍ୱେ ବିଶ୍ୱକପ୍‌ ପାଇଁ ଷ୍ଟାଡିୟମ ଓ ଅନ୍ୟାନ୍ୟ ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଚାଲିଛି।
ଉଲ୍ଲେଖଥାଉ କି, ୨୦୨୨ ଫିଫା ବିଶ୍ୱକପ୍‌ ନଭେମ୍ବର ଓ ଡିସେମ୍ବର ମାସରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। କୋଭିଡ-୧୯ ସଂକ୍ରମଣ ପାଇଁ ଟୋକିଓ ଅଲିମ୍ପିକ୍ସ ଓ ୟୁରୋପିଆନ ଫୁଟବଲ ଚାମ୍ପିୟଶନିପ୍‌ ସ୍ଥଗିତ ହୋଇଥିଲେ ମଧ୍ୟ ଫିଫା ବିଶ୍ୱକପ୍‌ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆୟୋଜନ ହେବ। ଅଲିମ୍ପିକ୍ସ ଓ ୟୂରୋ କପ୍‌ ୨୦୨୧ରେ ଆୟୋଜନ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri