Posted inଖେଳ

ଫିଫା ସଭାପତି ଇନ୍‌ଫାଣ୍ଟିନୋଙ୍କ ଦ୍ୱିତୀୟ ଇନିଂସ

ପ୍ୟାରିସ୍‌, ୫।୬(ପିଟି)- ଜିଆନ୍ନି ଇନ୍‌ଫାଣ୍ଟିନୋ ବୁଧବାର ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ସଭାପତି ଭାବେ ଦ୍ୱତୀୟ ଇନିଂସ୍‌ ଆରମ୍ଭ କରିଛନ୍ତି। ଏଠାରେ ଅନୁଷ୍ଠିତ ଫିଫା କଂଗ୍ରେସ ନିର୍ବାଚନ ପ୍ରକ୍ରିୟାରେ ସେ ସଭାପତି ପଦରେ ପୁନଃ ନିର୍ବାଚିତ ହୋଇଛନ୍ତି। ୨୦୧୬ ଫେବୃୟାରୀରେ ଫିଫା ସଭାପତି ଭାବେ ଦାୟିତ୍ୱ ନେଇଥିବା ୪୯ ବର୍ଷୀୟ କ୍ରୀଡ଼ା ପ୍ରଶାସକ ଇନ୍‌ଫାଣ୍ଟିନୋ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ୪ ବର୍ଷ ପାଇଁ ପୁଣି ନିର୍ବାଚିତ ହୋଇଛନ୍ତି। ସେ ୨୦୨୩ ପର୍ଯ୍ୟନ୍ତ କାର୍ଯ୍ୟଭାର ତୁଲାଇବେ। ଇନ୍‌ଫାଣ୍ଟିନୋଙ୍କ କାର୍ଯ୍ୟକାଳରେ କୌଣସି ଦୁର୍ନୀତି ହୋଇଥିବାବେଳେ ଆର୍ଥିକ ସଙ୍କଟରୁ ଫିଫା ମୁକ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri