ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼ ବଡ଼ କୋଠା କ୍ଷତିଗ୍ରସ୍ତ ହେବା ସହ ଅତିକମ୍ରେ ୫୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୪ଟା ୪୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।
ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼ ବଡ଼ କୋଠା କ୍ଷତିଗ୍ରସ୍ତ ହେବା ସହ ଅତିକମ୍ରେ ୫୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସକାଳ ପ୍ରାୟ ୪ଟା ୪୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା।
ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…
ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…
ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…
ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍କୁ ଧ୍ୱଂସ…
ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…