ଫିଲ୍ମ ଫେୟାର ପୁରସ୍କାର ଫେରାଇ ଦେଇଥିଲେ ବଲିଉଡ୍‌ର ଆଙ୍ଗ୍ରିମ୍ୟାନ୍‌

ବଲିଉଡ୍‌ର ଆଙ୍ଗ୍ରି ମ୍ୟାନ୍‌ ଭାବେ ପରିଚିତ ପ୍ରାନ୍‌ଙ୍କ ଆଜି ୧୦୦ତମ ଜନ୍ମଦିବସ। ୧୯୨୦ ମସିହା ଫେବୃୟାରୀ ୨୦ରେ ସେ ପୁରୁଣା ଦିଲ୍ଲୀର ବଲ୍ଲୀମାରା ଅଞ୍ଚଳରେ ଜନ୍ମଗ୍ରହଣ କରିଥିଲେ। ସେ ଆଂସୁ ବନ୍‌ ଗଏ ମୁସ୍କାନ, ଉପକାର ଏବଂ ବେଇମାନ ପିଲ୍ମ ପାଇଁ ୩ଥର ସହ ଅଭିନେତା ପୁରସ୍କାରରେ ସମ୍ମାନିତ ହୋଇସାରିଛନ୍ତି। କିନ୍ତୁ ୧୯୭୩ରେ ବେଇମାନ ଫିଲ୍ମ ପାଇଁ ସେ ପୁରସ୍କାର ନେବାକୁ ମନା କରିଦେଇଥିଲେ। ସେ ଦର୍ଶାଇଥିଲେ ଯେ କମଲ ଅମରୋହୀଙ୍କ ଫିଲ୍ମ ‘ପାକିଜା’କୁ କୌଣସି ପୁରସ୍କାର ଦିଆଯାଇ ନ ଥିଲା। ଫିଲ୍ମ ଫେୟାର ଚୟନ ସମିତି ଉପରକୁ ଖପ୍ପା ହୋଇ ସେ ପୁରସ୍କାର ଗ୍ରହଣ କରି ନ ଥିଲେ। ଫିଲ୍ମରେ ସେ ଜଣେ ପୋଲିସ କନଷ୍ଟେବଳ ଭୂମିକାରେ ନଜର ଆସିଥିଲେ।
ପ୍ରାନ୍‌ ଜଣେ ଦକ୍ଷ ଅଭିନେତା ଥିଲେ। ସେ ପାଖାପାଖି ୩୫୦ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ। ତାଙ୍କ ଅଭିନୀତ କେତୋଟି ଲୋକପ୍ରିୟ ଫିଲ୍ମ ହେଲା ‘ଖାନ୍ଦାନ’, ‘ପିପିଲି ସାହେବ’, ‘ହାଲାକୁ, ମଧୁମତୀ’, ‘ଜିସ ଦେଶମେଁ ଗଙ୍ଗା ବହତି ହେ’, ‘ଉପକାର’, ସହିଦ’, ପୂରବ ଔର୍‌ ପଶ୍ଚିମ’, ରାମ ଔର୍‌ ଶ୍ୟାମ’, ‘ଆଁସୁ ବନ ଗୟେ ଫୁଲ’, ଜନି ମେରା ନାମ’, ‘ଭିକ୍ଟୋରିଆ ନଂ ୨୦୩’, ‘ବେଇମାନ’, ‘ଜଞ୍ଜୀର’, ‘ଡନ’, ‘ଅମର ଆକବର ଆନ୍ଥୋନି’ ଓ ‘ଦୁନିୟା’। ଅଭିନେତା ଓ ନିର୍ଦ୍ଦେଶକ ମନୋଜ କୁମାର ହିଁ ‘ଉପକାର’ ସିନେମାରେ ପ୍ରଥମଥର ପାଇଁ ପ୍ରାନଙ୍କୁ ଭିନ୍ନ ଚରିତ୍ରରେ ସୁଯୋଗ ଦେଇଥିଲେ। ଏହାପରେ ପ୍ରାନ ଚରିତ୍ର ଅଭିନୟରେ ମନୋନିବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri