ଫିଲ୍ମ ‘୮୩’: ପିତାଙ୍କ ଭୂମିକାରେ ନଜର ଆସିବେ ପ୍ରସିଦ୍ଧ କ୍ରିକେଟରଙ୍କ ପୁଅ

୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍‌ କ୍ୟାପଟେନ୍‌ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କ ଭୂମିକାରେ ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ପ୍ରସିଦ୍ଧ କ୍ରିକେଟରଙ୍କ ପିତାଙ୍କ ଭୂମିକାରେ ନଜର ଆସିବେ ତାଙ୍କ ପୁଅ। ୧୯୮୩ ବିଶ୍ୱକପ୍‌ରେ ଭାରତୀୟ ଦଳରେ ଥିବା ସନ୍ଦୀପ ପାଟିଲଙ୍କ ଭୂମିକାରେ ନଜର ଆସିବେ ତାଙ୍କ ପୁଅ ଚିରାଗ ପାଟିଲ। ଚିରାଗ ପୂର୍ବରୁ ଅନେକ ମରାଠୀ ଫିଲ୍ମରେ ଅଭିନୟ କରିଛନ୍ତି। ସେହିପରି ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର ପ୍ରସିଦ୍ଧ ପେସ୍‌ ବୋଲର୍‌ ମାଲକମ୍‌ ମାର୍ଶଲଙ୍କ ଭୂମିକାରେ ପୁଅ ମିଚେଶ ମାର୍ଶଲ ଅଭିନୟ କରିବେ। ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ୍‌ ଗର୍ଡନ ଗ୍ରିନିଜ୍‌ଙ୍କ ଭୂମିକାରେ କାର୍ଲ ଗ୍ରିନିଜ୍‌ ନଜର ଆସିବେ। ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମର ନିର୍ଦ୍ଦେଶନା କବୀର ଖାନ ଦେଉଛନ୍ତି। ପୂର୍ବରୁ ରଣବୀର ଦୀପିକା ରାମଲୀଳା, ବାଜିରାଓ ମସ୍ତାନୀ, ପଦ୍ମାବତ ଭଳି ଫିଲ୍ମରେ ଏକାଠି ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri