ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ମହମ୍ମଦ ସାହିଦ, ମହମ୍ମଦ ସାହିବ, ମହମ୍ମଦ ୱାକର୍‌, ମହମ୍ମଦ ୟାନିସ୍‌ ବୋଲି ଜଣାପଡିଛି। ଶାସନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ଆହତମାନଙ୍କୁ ଉଦ୍ଧାର କରି ବୁର୍ଲା ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରୁ ଜଣକ ଅବସ୍ଥା ସଂକଟାପନ୍ନ ରହିଛି। ପୋଲିସ ଏ ନେଇ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri