ଫୁଡ ପଏଜନିଙ୍ଗ୍‌ ଠାରୁ ମୁକ୍ତି ଦେବ ଏହି ଖାଦ୍ୟ

ପାଗ ବଦଳିବା ସହ ଖାଇବା-ପିଇବା ଏବଂ ଦୈନଦିନ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଖାସ କରି ବର୍ଷାଦିନେ ଖାଦ୍ୟପେୟକୁ ନେଇ ଅଧିକ ସାବଧାନ ରହିବାକୁ ପଡ଼ିଥାଏ। କାରଣ ବର୍ଷାଦିନେ ବାହାରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ ହୋଇଥିବା ବେଳେ ଫୁଡ ପଏଜନିଙ୍ଗ୍‌ ସମସ୍ୟା ଦେଖା ଦେଇଥାଏ। ଯଦି ଆପଣ ଖରାଦିନେ ନିଜକୁ ଫୁଡ ପଏଜନିଙ୍ଗ୍‌ରୁ ଦୁରେଇ ରଖିବାକୁ ଚାହୁଁଛନ୍ତି, ତେବେ ଏହି ସବୁ ଖାଦ୍ୟ ଖାଇବା ଆରମ୍ଭ କରନ୍ତୁ।
*ଫୁଡ ପଏଜନିଙ୍ଗ୍‌ର ସମସ୍ୟା ଦେଖାଗଲେ କଦଳୀ ଖାଇବା ଆରମ୍ଭ କରନ୍ତୁ। କାରଣ ଏଥିରେ ପୋଟାସିୟମ ଅଧିକ ପରିମାଣରେ ରହିଥାଏ। ଯାହା ପେଟର ସଂକ୍ରମଣକୁ କମ୍‌ କରିଥାଏ ।
*ଗୋଟେ ଚାମଚ ଅଦାର ରସ ପିଇ ଗୋଟେ ଗ୍ଲାସ ପାଣି ପିଇ ଦିଅନ୍ତୁ। ଏହାଦ୍ୱାରା ଫୁଡ ପଏଜନିଙ୍ଗ୍‌ ସମସ୍ୟା ଦୂର ହୋଇଥାଏ। ଅଦାରେ ଆଣ୍ଟି ବ୍ୟାକ୍ଟେରିଆଲ ଏବଂ ପେଟ ବିନ୍ଧା ଦୂର କରିବାର ଗୁଣ ରହିଥାଏ। ଦରକାର ଠାରୁ ଅଧିକ ଅଦା ମଧ୍ୟ ସ୍ବାସ୍ଥ୍ୟ ପାଇଁ ହାନିକାରକ ବୋଲି କୁହାଯାଏ।
* ସେହିପରି ଜିରା ଖାଇବା ଦ୍ୱାରା ମଧ୍ୟ ଫୁଡ ପଏଜନିଙ୍ଗ୍‌ର ସମସ୍ୟା ଦୂର ହୋଇଥାଏ। ଫୁଡ ପଏଜନିଙ୍ଗ୍‌ର ସମସ୍ୟା ଦେଖାଗଲେ ଜିରାକୁ ଭାଜି ଚୁନା କରି ନିଜ ସୁପ୍‌ରେ ପକାଇ ପିଅନ୍ତୁ ଦେଖିବେ ଆପଣଙ୍କ ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭ା୧୨ (ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri