Odisha Elections 2024

ଫୁଡ୍‌ ପଏଜନିଂ

ଏବେ ବର୍ଷାଦିନ। ଏଣୁତେଣୁ ଖାଦ୍ୟ ଏବଂ ଦୂଷିତପାଣି ସଂସ୍ପର୍ଶରେ ଆସିଲେ ଫୁଡ୍‌ ପଏଜନିଂ ପରି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏପରି କି ଏହି ସମସ୍ୟା ଗୁରୁତର ହେଲେ ହସ୍ପିଟାଲରେ ଆଡମିଶନ ହୋଇ ଚିକିତ୍ସିତ ହେବାକୁ ପଡ଼ିପାରେ। ଏହାଠାରୁ ନିଜକୁ କିପରି ଦୂରେଇ ରଖିବେ ସେ ସମ୍ପର୍କରେ ଟିପ୍ସ…
ଖାଦ୍ୟପଦାର୍ଥ ଖାଇବା ପୂର୍ବରୁ ଭଲ ଭାବରେ ହାତ ଧୁଅନ୍ତୁ। ବାହାରକୁ ହାତ ଯେତେ ପରିଷ୍କାର ଦେଖାଯାଉଥିଲେ ମଧ୍ୟ ହାତର ଉପରିଭାଗରେ ଜୀବାଣୁ ଲୁଚି ରହିଥାଆନ୍ତି। ଅପରିଷ୍କାର ହାତରେ ଖାଦ୍ୟ ଖାଇଲେ ତାହା ଫୁଡ୍‌ ପଏଜନିଂ ସୃଷ୍ଟି କରିବାର ଆଶଙ୍କା ଅଧିକ ଥାଏ।
ଫଳମୂଳ ଖାଉଛନ୍ତି ତେବେ ସେଗୁଡିକୁ ପ୍ରଥମେ ଭଲ ପାଣିରେ ପରିଷ୍କାର ଭାବରେ ଧୁଅନ୍ତୁ।
ପରିଷ୍କାର ସ୍ଥାନରେ ଘୋଡ଼ାଇ ରଖନ୍ତୁ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା ବାସିଖାଦ୍ୟ ଆଦୌ ଖାଆନ୍ତୁ ନାହିଁ। କାରଣ ଏହା ପେଟଜନିତ ସମସ୍ୟା ସୃଷ୍ଟି କରିଥାଏ।
ବୁଲିବା ସମୟରେ ଅନେକ ମନଲୋଭା ଖାଦ୍ୟ ଦେଖି ସେଗୁଡ଼ିକୁ ଖାଇବାକୁ ଅନେକେ ଆଶା କରିଥାଆନ୍ତି। ତେବେ ସେଗୁଡିକୁ ଖାଇବା ପୂର୍ବରୁ ତାହାର ଗୁଣବତ୍ତା ସମ୍ପର୍କରେ ଭଲ ଭାବରେ ଅବଗତ ହୁଅନ୍ତୁ।
ଖାଦ୍ୟ ଅଳ୍ପ ସମୟ ମଧ୍ୟରେ ଖରାପ ହୋଇଯିବ ବୋଲି ଜାଣିପାରୁଛନ୍ତି ତେବେ ସେପରି ଖାଦ୍ୟକୁ ସାଇତି ନ ରଖି ଫୋପାଡ଼ି ଦିଅନ୍ତୁ।
ଫୁଡ୍‌ ପଏଜନିଂର ଲକ୍ଷଣ ଜାଣିବାକୁ ପାଉଛନ୍ତି ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନରେ ଜଗିଂ ଶୁଜ୍‌ କିଣୁଥିଲେ, ହୋଇଯାନ୍ତୁ ସାବଧାନ…

ବର୍ତ୍ତମାନ ଅନ୍‌ଲାଇନରେ କମ୍‌ ଦାମ୍‌ରେ ବି ବିଭିନ୍ନ କମ୍ପାନୀର ଜଗିଂ ଶୁଜ୍‌ ମିଳିଯାଉଛି। ଯଦି ଆପଣ ବି ଅନ୍‌ଲାଇନରେ ଜଗିଂ ଶୁଜ୍‌ ମଗାଉଛନ୍ତି ତେବେ କେତେକ...

ଓଠ କଳା ପଡୁଥିଲେ, ଆପଣାନ୍ତୁ ଏହି ଉପାୟ

କଳା ଓଠ ମୁହଁର ସୌନ୍ଦର୍ଯ୍ୟ ହ୍ରାସ କରିଥାଏ। ଏହାକୁ ଲୁଚାଇବା ଲାଗି ଅନେକେ ଲିପ୍‌ଷ୍ଟିକ୍‌ ଲଗାଇଥାନ୍ତି। ହେଲେ କେତେକ ଘରୋଇ ଉପାୟରେ ଆପଣ ଚାହିଁଲେ ଓଠକୁ...

ପିଲାମାନେ ଅନ୍‌ଲାଇନ୍‌ରେ ଗେମ୍‌ ଖେଳୁଥିଲେ…ଅଭିଭାବକ ଏମିତି ରୁହନ୍ତୁ ସଚେତନ

ବର୍ତ୍ତମାନ ଅଧିକାଂଶ ପିଲା ଅନ୍‌ଲାଇନ୍‌ ଗେମ୍‌ ଖେଳିବା ନିଶାରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ତେଣୁ ପିଲାଙ୍କୁ ଖେଳିବା ଲାଗି ଇଲେକ୍ଟ୍ରୋନିକ ଗ୍ୟାଜେଟ୍‌...

ସକାରାତ୍ମକ ମାନସିକତା ପାଇଁ ଆପଣାନ୍ତୁ ଏହି ଟିପ୍ସ

ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି ଅନେକେ ଏ କ୍ଷେତ୍ରରେ ସଫଳ ହୋଇଥାଆନ୍ତି। ଏ ନେଇ ଆମକୁ କେତୋଟି ଦିଗ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କଲରା

କଲରାରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହାର ମୁଖ୍ୟ ଭୂମିକା ଅଛି ବୋଲି ଜଣାପଡ଼ିଛି। ‘କଲରା ଓ...

ଶରୀରରେ ଭିଟାମିନ୍‌ ଡି’ର ଅଭାବ ହେଲେ, ଦେଖାଯାଏ ଏହି ରୋଗ: ତୁରନ୍ତ ଆପଣାନ୍ତୁ ଏସବୁ ଖାଦ୍ୟ

ଭିଟାମିନ୍‌ ‘ଡି’ ଶରୀରରେ ହାଡ଼ ଓ ମାଂସପେଶୀକୁ ମଜଭୁତ୍‌ ରଖିବାରେ ସାହାଯ୍ୟ କରେ। ହେଲେ ଶରୀରରେ ଯେତେବେଳେ ଏହି ଭିଟାମିନ୍‌ର ଅଭାବ ଘଟେ ସେତେବେଳେ ଏହା...

ଅବସାଦ ଦୂର କରିବାର ସହଜ ଉପାୟ

ଅବ୍ୟବସ୍ଥିତ ଜୀବନଶୈଳୀ, ଅଧିକ କାମର ବୋଝ ଆଦି କାରଣରୁ କେତେକ ବ୍ୟକ୍ତି ଅବସାଦ ବା ଡିପ୍ରେସନର ଶିକାର ହୋଇଥାଆନ୍ତି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବାର...

ଅଂଶୁଘାତର ପ୍ରତିକାର

”ପୃଥିବୀ ସୃଷ୍ଟି ସମୟରୁ ଖରା, ବର୍ଷା, ଶୀତର ଉପକାରିତା, ପ୍ରକୋପ ଓ ପ୍ରଭାବ ସହ ମନୁଷ୍ୟ ସମାଜ ଓତଃପ୍ରୋତ ଭାବେ ଜଡ଼ିତ ହୋଇ ଏହାର ସାମ୍ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri