ଅନୁଗୋଳ ଅଫିସ, ୨୮।୨ – ଫିଟ୍ ରହିବା ବା ସୁନ୍ଦର ସ୍ବାସ୍ଥ୍ୟ ପ୍ରତି ଏବେକାର ଯୁବିପିଢ଼ି ବେଶ୍ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଜିମ୍ ଯିବାକୁ ସେମାନଙ୍କ ମଧ୍ୟରେ ଅଧିକରୁ ଅଧିକ ଆଗ୍ରହ ପ୍ରକାଶ ପାଉଛି। କେବଳ ଯୁବପିଢ଼ି ନୁହନ୍ତି, ଅନେକେ ବୟସ୍କ ବି ଜିମ୍କୁ ପସନ୍ଦ କରୁଥିବା ବେଳେ କେହି କେହି ମୋଟାପଣ କମାଇବାକୁ ଜିମ୍କୁ ବାଛୁଛନ୍ତି। ତେଣୁ ଚାହିଦାକୁ ନଜରରେ ରଖି ବିଭିନ୍ନ ସହରରେ ମାଳ ମାଳ ଜିମ୍ ଖୋଲାଯାଉଛି। ଅନୁଗୋଳ ସହରରେ ମଧ୍ୟ ବହୁ ସଂଖ୍ୟକ ଜିମ୍ ରହିଛି। ତେବେ କେତେକ ଜିମ୍ର ଫୁଡ୍ ସପ୍ଲିମେଣ୍ଟକୁ ନେଇ ଏବେ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେମାନେ ଜିମ୍ ମାଲିକମାନଙ୍କୁ ଏ ନେଇ ଅଭିଯୋଗ କରୁ ନ ଥିଲେ ମଧ୍ୟ ବାହାରେ ଅସନ୍ତୋଷ ଝାଡ଼ୁଥିବା ସହରରେ ଚର୍ଚ୍ଚାର ବିଷୟ ହୋଇଛି।
ଯାହା ଶୁଣିବାକୁ ମିଳୁଛି, ଅନୁଗୋଳ ସହରରେ ଥିବା ବହୁ ଜିମ୍ ମଧ୍ୟରୁ ୨/୩ଟି ଜିମ୍ରେ ଯେଉଁଭଳି ମନଇଚ୍ଛା ଭାବେ ଲୋକଙ୍କୁ ଫୁଡ୍ ସପ୍ଲିମେଣ୍ଟ ଦିଆଯାଉଛି ତାହା ଅନେକାଂଶରେ କ୍ଷତିକାରକ। ଘୋଡ଼ା ପାଇଁ ବ୍ୟବହାର ହେଉଥିବା ଏକ ଔଷଧକୁ ଜିମ୍ରେ ମଣିଷଙ୍କୁ ଦିଆଯାଉଛି। ଆଉ ଏଠାକୁ ଆସୁଥିବା ବହୁ ଲୋକ କିଛି ନ ଜାଣି ନ ଶୁଣି ତାହାକୁ ଗ୍ରହଣ କରୁଛନ୍ତି। ବର୍ଷ ବର୍ଷ ଧରି ଏମିତି ବିନା ପଞ୍ଜୀକରଣରେ ଚାଲିଥିବା କେତୋଟି ଜିମ୍ରେ ଏହି କ୍ଷତିକାରକ ଔଷଧ କାରବାର ହେଉଛି। ଫଳରେ ଖୁବ୍ କମ୍ ଦିନ ଭିତରେ ଓଜନ କମେଇବା ଓ ବଢ଼େଇବା ପାଇଁ ଏସବୁକୁ ଖାଉଥିବା ବ୍ୟକ୍ତିମାନେ ସାମୟିକ ଭାବେ ଲକ୍ଷ୍ୟ ପୂରଣ କରୁଥିଲେ ବି ତାହା ଯେ ସେମାନଙ୍କ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଉଛି ତାହା ଜାଣିପାରୁ ନାହନ୍ତି। ଉ
Posted inଅନୁଗୋଳ, ଆମ ଜିଲା ଖବର View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

