Posted inଖେଳ

ଫେଡରର ତୃତୀୟ ରାଉଣ୍ଡରେ

ଲଣ୍ଡନ, ୫ା୭ (ଏଏଫ୍‌ପି)-ରୋଜର ଫେଡରର ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ଦ୍ୱିତୀୟ ରାଉଣ୍ଡରେ ସେ ୬-୧, ୭-୬ (୭/୩), ୬-୨ ସେଟ୍‌ରେ ବ୍ରିଟିଶ ଓ୍ବାଇଲ୍ଡ କାର୍ଡ ଜେ କ୍ଲାର୍କଙ୍କୁ ହରାଇ ଦେଇଛନ୍ତି। ଏଥରକୁ ମିଶାଇ ଏଠାରେ ସେ ୧୭ତମ ଥର ତୃତୀୟ ରାଉଣ୍ଡକୁ ଉନ୍ନୀତ ହୋଇ ପାରିଛନ୍ତି। ଏହାଦ୍ୱାରା ସେ ଜିମ୍ମି କନ୍ନର୍ସଙ୍କ ରେକର୍ଡ ସମକକ୍ଷ ହୋଇ ପାରିଛନ୍ତି। ୮ଥର ଓ୍ବିମ୍ବେଲଡନ ଚାମ୍ପିୟନ ତାଙ୍କ ୨୧ତମ ଗ୍ରାଣ୍ଡସ୍ଲାମ ଟାଇଟଲ ଅଭିଯାନରେ ଅଛନ୍ତି। ୩୭ ବର୍ଷୀୟ ଫେଡରର ବର୍ତ୍ତମାନ ୨୭ତମ ସିଡ୍‌ ଲୁକାସ ପୋଲି କିମ୍ବା କ୍ୱାଲିଫାୟର ଗ୍ରେଗୋରି ବାରେରେଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri