ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧କୁ ଘୁଞ୍ଚାଇ ଦିଆଯାଇଛି। ପ୍ରକଳ୍ପ ଅଞ୍ଚଳ ଅନୁଧ୍ୟାନ କରି ଉଭୟ ଛତିଶଗଡ଼ ଓ ଓଡ଼ିଶା ଟ୍ରିବ୍ୟୁନାଲକୁ ଅବଗତ କରାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ ଜାନୁୟାରୀ ମାସରେ କରାଯିବ। ଜାନୁୟାରୀ ୪ରେ ଛତିଶଗଡ଼ ଓ ୧୬ରେ ଓଡ଼ିଶା କ୍ଷେତ୍ର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ,ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲ କ୍ଷେତ୍ର ପରିଦର୍ଶନ କରିବା ପରେ ଓଡ଼ିଶା ଓ ଛତିଶଗଡ଼କୁ ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ କୌଣସି କାରଣବଶତଃ ନଭେମ୍ବର ୩୦ ତାରିଖର ଶୁଣାଣିକୁ ଡିସେମ୍ବର ୧୪କୁ ଘୁଞ୍ଚାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri