ଫେରାର ଚୋରି ଅଭିଯୁକ୍ତ ଗିରଫ

ଯୋଡ଼ା,୧୮।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା ଠାରେ ହୋଇଥିବା ଚୋରି ଘଟଣାର ଜଣେ ଅଭିଯୁକ୍ତଙ୍କୁ ଯୋଡ଼ା ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ହେଲେ ଯୋଡ଼ା ମଙ୍ଗଳା ମନ୍ଦିର ନିକଟରେ ରହୁଥିବା ଟେପେ କାରୁଆ ା ପୋଲିସ ସୂଚନା ଅନୁଯାୟୀ, ଗତ ୧୭ ତାରିଖରେ ଦୁଇ ଅଭିଯୁକ୍ତ କମାରଯୋଡ଼ାରେ ଭଡ଼ାରେ ରହୁଥିବା ଆବିଦ ହୁସେନଙ୍କ ଘରେ ପଶି ନଗଦ ୧୧ଶହ ଟଙ୍କା ଓ ମୋବାଇଲ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ପୂର୍ବରୁ ମଙ୍ଗଳା ମନ୍ଦିର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମୁଣ୍ଡାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଗିରଫ ଅଭିଯୁକ୍ତ ଟେପେ କାରୁଆ ଦୀର୍ଘ ଦିନରୁ ଫେରାର ଥିଲା। ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚଢାଉ କରି ଅଭିଯୁକ୍ତ ଟେପେଙ୍କୁ ଗିରଫ କରିଥିବା ଯୋଡ଼ା ଆଇଆଇସି ରାଇସେନ ମୂର୍ମୂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରକୁ ପୂରିଲା ୨ ବର୍ଷ: ରିପୋର୍ଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ଶୁକ୍ରବାର ୨ବର୍ଷ ପୂରଣ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ଲକ ଓ ଜିଲାସ୍ତରୀୟ କାର୍ଯ୍ୟକ୍ରମ କରାଯିବା ସହିତ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ…

ଆସୁଛି ବଡ଼ ବିପର୍ଯ୍ୟୟ: ଜଳବାୟୁ ପୂର୍ବାନୁମାନ କେନ୍ଦ୍ରର ଚେତାବନୀ

ୱାଶିଂଟନ୍‌, ୧୨ା୬(ଏଜେନ୍ସି):ପ୍ରଶାନ୍ତ ମହାସାଗରର କ୍ରାନ୍ତୀୟ ଅଞ୍ଚଳରେ ‘ଏଲ୍‌-ନିନୋ’ ସକ୍ରିୟ ହୋଇଥିବା ନେଇ ଆମେରିକାର ଜାତୀୟ ମହାସାଗରୀୟ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ(ଏନ୍‌ଓଏଏ)ର ଜଳବାୟୁ ପୂର୍ବାନୁମାନ କେନ୍ଦ୍ର ଗୁରୁବାର ସ୍ପଷ୍ଟ…

ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ…

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଲେ…

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ…

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri