ଫେରିଯିବ ସୁନ୍ଦରୀ, ଏନ୍‌ଟିସିଏକୁ ରାଜ୍ୟ ସରକାର ଲେଖିଲେ ଚିଠି

ଭୁବନେଶ୍ୱର,୨।୧(ବ୍ୟୁରୋ): ଏନ୍‌ଟିସିଏର ନିର୍ଦ୍ଦେଶ ପରେ ବାଘୁଣୀ ସୁନ୍ଦରୀ ଏବେ ଫେରିଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟପ୍ରଦେଶ ସରକାରଙ୍କୁ ଚିଠି ଲେଖାଯାଇଛି। ସୁବିଧା ଦେଖି ଯେକୌଣସି ସମୟରେ ମଧ୍ୟପ୍ରଦେଶ ସରକାର ସୁନ୍ଦରୀକୁ ଫେରାଇ ନେବେ ବୋଲି ଚିଫ୍‌ ଓ୍ବାଇଲ୍ଡ ଲାଇଫ୍‌ ଓ୍ବାଡେନ୍‌ ହରିଶଙ୍କର ଉପାଧ୍ୟାୟ ଗୁରୁବାର ସୂଚନା ଦେଇଛନ୍ତି। ପୂର୍ବରୁ ସୁନ୍ଦରୀକୁ ଫେରାଇ ନେବାକୁ ଏନ୍‌ଟିସିଏ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚିଠି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri