ଫେରିଲା ଜେମ୍ସ ବଣ୍ଡ ସିରିଜ୍‌ : ରିଲିଜ୍‌ ହେଲା ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌

ନୂଆଦିଲ୍ଲୀ: ଜେମ୍ସ ବଣ୍ଡ ସିରିଜର ଫିଲ୍ମ ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌ ରିଲିଜ ହୋଇଛି। ଡାନିଏଲ କ୍ରେଗଙ୍କ ଅଭିନୀତ ଏହି ଫିଲ୍ମର ଟିଜର୍‌ ରିଲିଜ୍‌ ସମୟରେ ନିର୍ମାତା ଟ୍ରେଲର୍‌ ରିଲିଜ୍‌ ସମ୍ପର୍କରେ ମଧ୍ୟ ସୂଚନା ଦେଇଛନ୍ତି। ଆସନ୍ତା ୪ ତାରିଖରେ ଏହାର ଟ୍ରେଲର୍‌ ରିଲିଜ୍‌ ହେବ। ହଲିଉଡ୍‌ ଅଭିନେତା ଡାନିଏଲ କ୍ରେଗ ପ୍ରଥମେ ୨୦୦୬ରେ ଜେମ୍ସ ସିରିଜର ଫିଲ୍ମ ‘କାସିନୋ ରୟାଲେ’ରେ ନଜର ଆସିଥିଲେ। ଏହାପରେ ୨୦୦୮ରେ ‘କ୍ୱାଣ୍ଟମ ଅଫ୍‌ ସୋଲେସ’, ୨୦୧୨ରେ ‘ସ୍କାଇଫଲ’ ଓ ୨୦୧୫ରେ ‘ସ୍ପେକ୍ଟ୍ରେ’ରେ ସେ ନଜର ଆସିଥିଲେ। ୦୦୭ ଫ୍ରାଞ୍ଚାଇଜର ଏହି ଫିଲ୍ମ ଡାନିଏଲଙ୍କୁ ପୁଣିଥରେ ସେହି ଆଇକନିକ ସିକ୍ରେଟ୍‌ ସର୍ଭିସ ଏଜେଣ୍ଟ ଭାବେ ଦେଖାଇବ। ଜାମାଇକାରେ ଏହି ଫିଲ୍ମର ଶୁଟିଂ ସମୟରେ ଡାନିଏଲଙ୍କୁ ଆଘାତ ଲାଗିଥିଲା। ସେହି ସ୍ଥାନରେ ଜେମ୍ସ ବଣ୍ଡର ରଚୟିତା ଡଜନେରୁ ଉର୍ଦ୍ଧ୍ୱ ଉପନ୍ୟାସ ଲେଖିଥିଲେ। ଏଥିରେ ଡାନିଏଲଙ୍କ ବ୍ୟତୀତ ଲି ରିଡକ୍ସଙ୍କୁ ବି ଦେଖିବାକୁ ମିଳିବ। ଏଥିରେ ବେନ୍‌ ଓ୍ବିଶ ’କ୍ୱ୍ୟୁ’ ଓ ରଫ୍‌ ଫିଏନ୍ସ ‘ଏମ୍‌’ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri