ଫେରିଲେ ଏର୍ଣ୍ଣାକୁଲମ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର ଏକ କପଡ଼ା କାରଖାନାରେ ଝିଅମାନେ କାମ କରୁଥିଲେ। ହେଲେ ଲକ୍‌ଡାଉନ୍‌ ଯୋଗୁ ସେଠାରେ ଫସି ରହିଥିଲେ। ଫେରିଥିବା ସମସ୍ତ ଝିଅ କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ପହଞ୍ଚିବା ପରେ ଝିଅମାନଙ୍କୁ ବସ୍‌ରେ ସିଧା କେନ୍ଦ୍ରାପଡ଼ାକୁ ନିଆଯାଇଛି। ସେଠାରେ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ କ୍ୱାରାଣ୍ଟାଇନ୍‌ରେ ରହିବା ବନ୍ଦୋବସ୍ତ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri