Posted inଜାତୀୟ

ଫେସ୍‌ବୁକ୍‌ ସହିତ ଆଧାର ସଂଯୋଗ ପ୍ରସଙ୍ଗ: ସରକାର ୩ ସପ୍ତାହ ମଧ୍ୟରେ ସୁପ୍ରିମ୍‌କୋର୍ଟକୁ ଦେବେ ପରାମର୍ଶ

ନୂଆଦିଲ୍ଲୀ,୨୪।୯: ଫେସ୍‌ବୁକ୍‌ରେ ବିଭିନ୍ନ ବିଭ୍ରାନ୍ତିକର ଖବର ପ୍ରସାର ହେବାଯୋଗୁ ଦେଶର ସ୍ଥିତି ସଙ୍କଟ ଦେଇ ଗତି କରିବା ସହିତ ବହୁ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ଦୃଷ୍ଟିରେ ରଖି ଫେସ୍‌ବୁକ୍‌ ସହିତ ଆଧାର ସଂଯୋଗ ଲାଗି କରାଯାଇଥିବା ଏକ ମାମଲାର ଶୁଣାଣି ସୁପ୍ରିମ୍‌କୋର୍ଟରେ ମଙ୍ଗଳବାର ହୋଇଛି। ଏନେଇ ବିଚାରପତି ଦୀପକ ଗୁପ୍ତା କହିଛନ୍ତି ଯେ, ସୋସିଆଲ୍‌ ମିଡ଼ିଆ ସହିତ ସ୍ମାର୍ଟଫୋନ୍‌ ହିଁ ଯୋଡ଼ି ହୋଇଥାଏ। ଯଦି ଏଭଳି ସମସ୍ୟା ସୃଷ୍ଟି ହେଉଛି ତେବେ ହୁଏତ ଆଗାମୀ ଦିନରେ ମୁଁ ସ୍ମାର୍ଟଫୋନ୍‌ ବ୍ୟବହାର ବନ୍ଦ କରି ଫିଚର ଫୋନ୍‌ ଧରିବ। ତେବେ ସୋସିଆଲ୍‌ ମିଡ଼ିଆରେ ଦେଖା ଦେଉଥିବା ଏଭଳି ସମସ୍ୟାର ସମାଧାନ ଆବଶ୍ୟକ ଜ୍ଞାନକୌଶଳ ଦ୍ୱାରା ସମ୍ଭବ ହୋଇପାରିବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରୟାସ ହେବା ଉଚିତ୍‌। ସୋସିଆଲ୍‌ ମିଡ଼ିଆରେ ଦେଖାଦେଉଥିବା ସମସ୍ୟାର କିଭଳି ସମାଧାନ କରାଯିବ ସେ ନେଇ ସରକାର ୩ ସପ୍ତାହ ମଧ୍ୟରେ ସର୍ବୋଚ୍ଚ ନ୍ୟାୟାଳୟକୁ ପରାମର୍ଶ ଦେବାକୁ ବିଚାରପତି ଦୀପକ ଗୁପ୍ତା ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri