Posted inଖେଳ

ଫୋର୍ବସ ସର୍ବାଧିକ ଆୟକାରୀ ଆଥଲେଟ୍‌ ତାଲିକା:କୋହଲି ଏକ ମାତ୍ର ଭାରତୀୟ

ନ୍ୟୁୟର୍କ,୩୦।୫(ପି.ଟି.): ଜଣାଶୁଣା ପତ୍ରିକା ଫୋର୍ବସ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ କ୍ରିକେଟର ଭାବେ ସ୍ଥାନ ପାଇଛନ୍ତି ଭାରତୀୟ କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ୨୦୨୦ ତାଲିକାରେ ସେ ୨୬ ମିଲିୟନ ଆମେରିକୀୟ ଡଲାର ଆୟ ସହ ୧୦୦ରୁ ୬୬ତମ ସ୍ଥାନକୁ ଲମ୍ବ ଡିଆଁ ମାରିଛନ୍ତି। ପୁଣି ଏକମାତ୍ର କ୍ରିକେଟର ଭାବେ ୩୧ ବର୍ଷୀୟ କୋହଲି ଶ୍ରେଷ୍ଠ-୧୦୦ରେ ସ୍ଥାନ ପାଇଛନ୍ତି। ବିଜ୍ଞାପନରୁ ସେ ୨୪ ଓ ପାଉଣା କିମ୍ବା ପୁରସ୍କାର ରାଶି ହିସାବରେ ସେ ୨ ମିଲିୟନ ଆମେରିକୀୟ ଡଲାର ଉପାର୍ଜନ କରିଛନ୍ତି। ୨୫ ମିଲିୟନ ଡଲାର ଉପାର୍ଜନ କରି ସେ ୨୦୧୯ ତାଲିକାର ୧୦୦ତମ ସ୍ଥାନରେ ଥିଲେ। ସେହିପରି ୨୦୧୮ରେ ୨୪ ମିଲିୟନ ଡଲାର ଉପାର୍ଜନ କରି ତାଲିକାର ୮୩ତମ ସ୍ଥାନରେ ଥିଲେ। ଟେନିସ ଲଜେଣ୍ଡ ରୋଜର ଫେଡରର ୧୦୬.୩ ମିଲିୟନ ଅର୍ଥ ଉପାର୍ଜନ କରି ତାଲିକାର ଶୀର୍ଷରେ ରହିଛନ୍ତି। ଗତବର୍ଷ ସେ ପଞ୍ଚମ ସ୍ଥାନରେ ଥିଲେ। ଏବର୍ଷ କୋଭିଡ୍‌-୧୯ ମହାମାରୀ କାରଣରୁ ସାରା ବିଶ୍ୱରେ କ୍ରୀଡ଼ା ସସ୍‌ପେଣ୍ଡ ହୋଇଛି ଓ ଆଥଲେଟମାନଙ୍କ ଉପାର୍ଜନ ସାଂଘାତିକ ଭାବେ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri