ଫୋର୍ବସର ଅଧିକ ଆୟ କରୁଥିବା ନାୟିକାଙ୍କ ତାଲିକାରୁ ବାଦ୍‌ ପଡିଲେ ଦୀପିକା, ପ୍ରିୟଙ୍କା

ନୂଆଦିଲ୍ଲୀ,୨୫।୮: ଫୋର୍ବସ ନିକଟରେ ପ୍ରକାଶ କରିଛି ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସଙ୍କ ତାଲିକା। ହେଲେ ଏଥିରେ ୨୦୧୭ରେ ଭାରତର ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସ ଭାବେ ଦୀପିକା ପାଦୁକୋନଙ୍କ ନାଁ ଏଥର ତାଲିକାରୁ ବାଦ୍‌ ପଡିଛି। ସେହିପରି ୨୦୧୮ରେ ଫୋର୍ବସର ମୋଷ୍ଟ ପାଓ୍ବାରଫୁଲ୍‌ ଓମେନ୍‌ ତାଲିକାରେ ୯୪ ତମ ସ୍ଥାନ ପାଇଥିବା ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାବି ଏବର୍ଷ ତାଲିକାରେ ନାହାଁନ୍ତି। ତେବେ ଚଳିତ ବର୍ଷ ପରି ଏବର୍ଷ ମଧ୍ୟ ସ୍କାରଲେଟ୍‌ ଜନଶନ୍‌ ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସ ତାଲିକାର ଏକ ନମ୍ବର ସ୍ଥାନରେ ରହିଛନ୍ତି। ଏବେ ସେ ୫୬ ମିଳିୟନ୍‌ ଡଲାର ଆୟ କରି ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri