ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହେଲେ ଗେଲ୍‌

ଲଣ୍ଡନ,୭।୬- ଓ୍ବେଷ୍ଟଇଣ୍ଡିଜ ଦଳର ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଅଷ୍ଟ୍ରେଲିଆ ବିପକ୍ଷରେ ଟ୍ରେଣ୍ଟ ବ୍ରିଜ୍‌ଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହୋଇଛନ୍ତି। ଏଥିନେଇ କ୍ରିକେଟ ପଣ୍ଡିତ ଓ ପ୍ରଶଂସକମାନେ ଫିଲ୍ଡ ଅମ୍ପାୟର ରୁଚିରା ପାଲିୟାଗୁରୁଗ ଓ କ୍ରିସ୍‌ ଗଫାନେଙ୍କୁ କଡ଼ା ସମାଲାଚନା କରିଛନ୍ତି। ଏପରି କି କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବୋଲର ମାଇକେଲ ହୋଲ୍ଡିଂ ଅମ୍ପାୟରଙ୍କୁ ନୃଶଂସ କହିଛନ୍ତି। ଏଥିସହ ଉଭୟ ଅମ୍ପାୟରଙ୍କ ମ୍ୟାଚ୍‌ ପରିଚାଳନା ଦକ୍ଷତା ନ ଥିବା କହିଛନ୍ତି। ଅଷ୍ଟ୍ରେଲିଆନ ଖେଳାଳିଙ୍କ ବାରମ୍ବାର ଅପିଲ ଯୋଗୁ ଅମ୍ପାୟରଙ୍କ ଉପରେ ଚାପ ବୃଦ୍ଧି ପାଇଥିଲା। ଫଳରେ ଦୁଇ ଅମ୍ପାୟର ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ ବୋଲି ହୋଲ୍ଡିଂ କହିଛନ୍ତି। ମ୍ୟାଚ୍‌ରେ ଦୁଇ ଥର ଖରାପ ଅମ୍ପାୟରିଂରୁ ଓ୍ବେଷ୍ଟଇଣ୍ଡିଜ ବର୍ତ୍ତିଥିଲା। ଗେଲ୍‌ ଓ ଜାସନ ହୋଲ୍ଡରଙ୍କୁ ଅମ୍ପାୟର ଆଉଟ୍‌ ଦେଇଥିଲେ। ହେଲେ ସେମାନେ ଡିଆର୍‌ଏସ୍‌ ବ୍ୟବହାର କରି ତ୍ରୁଟିପୂର୍ଣ୍ଣ ନଷ୍ପତ୍ତିରୁ ବର୍ତ୍ତିଯାଇଥିଲେ। ଅଷ୍ଟ୍ରେଲିଆ ପେସର ମିଚେଲ ଷ୍ଟାର୍କ ଧାର୍ଯ୍ୟ ସୀମା ଅତିକ୍ରମ କରି ବୋଲିଂ କରିଥିଲେ, ଯାହାକୁ ଅମ୍ପାୟର ନୋ ବଲ ଦର୍ଶାଇ ନ ଥିଲେ। ଏହାର ପରବର୍ତ୍ତୀ ବଲ ଫ୍ରି-ହିଟ୍‌ ହେବା କଥା, ହେଲେ ଗେଲ୍‌ ବୋଲ୍ଡ ଆଉଟ୍‌ ହୋଇଥିଲେ। କେବଳ ଆମେ ବ୍ୟାଟିଂ କରୁଥିବାବେଳେ ନୁହେଁ, ବୋଲିଂ କରିବାବେଳେ ଅମ୍ପାୟରିଂରେ ତ୍ରୁଟି ହୋଇଥିବା କାର୍ଲୋସ ବ୍ରାଥଓ୍ବେଟ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri