Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌ଜୋକୋଭିଚ୍‌, ନିଶିକୋରି ବିଜୟୀ

ପ୍ୟାରିସ,୩ା୬-ଟପ୍‌ ସିଡ୍‌ ତଥା ନୋଭାକ୍‌ ଜୋକୋଭିଚ୍‌, ଜାପାନର କେଇ ନିଶିକୋରି ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ସେ ଜର୍ମାନୀର ଜାନ୍‌-ଲେନାର୍ଡ ଷ୍ଟ୍ରଫ୍‌ଙ୍କୁ ୬-୩, ୬-୨, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ୩୨ ବର୍ଷୀୟ ସର୍ବୀୟ ଖେଳାଳି ଚଳିତ ବର୍ଷ ରୋଲାଣ୍ଡ ଗ୍ୟାରୋସଠାରେ ଗୋଟିଏ ହେଲେ ସେଟ୍‌ ଡ୍ରପ୍‌ କରି ନାହାନ୍ତି। ସୋମବାର ଏହି ବିଜୟ ଦ୍ୱାରା ଜୋକୋଭିଚ୍‌ ଫ୍ରେଞ୍ଚ ଓପନ୍‌ ଇତିହାସରେ ପ୍ରଥମ ପୁରୁଷ ଖେଳାଳି ହିସାବରେ ଲଗାତର ୧୦ମ ଥର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। କ୍ୱାର୍ଟରଫାଇନାଲରେ ସେ ୫ମ ସିଡ୍‌ ତଥା ଜର୍ମାନୀର ଆଲେକ୍‌ଜାଣ୍ଡର ଜେଭେରେଭ କିମ୍ବା ଇଟାଲିର ୯ମ ସିଡ୍‌ ଫାବିଓ ଫଗ୍‌ନିନିଙ୍କୁ ଭେଟିବେ। ୭ମ ସିଡ୍‌ ନିଶିକୋରି ଦୀର୍ଘ ୪ଘଣ୍ଟା ପାଖାପାଖି ଖେଳାଯାଇଥିବା ଏକ ମ୍ୟାଚରେ ଫ୍ରାନ୍ସର ବେନଏଟ୍‌ ପାଇରେଙ୍କୁ ୬-୨, ୬-୭ (୮/୧୦), ୬-୨, ୬-୭ (୮/୧୦)ରେ ହରାଇ ଦେଇଛନ୍ତି। କ୍ୱାର୍ଟରଫାଇନାଲରେ ସେ ରାଫାଲ ନାଡାଲଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ…

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri