Posted inଖେଳ

ଫ୍ରେଞ୍ଚ୍‌ ଓପନ୍‌ ସେପ୍ଟେମ୍ବରକୁ ଘୁଞ୍ଚିଲା

ପ୍ୟାରିସ, ୧୮ା୩ (ଏଏଫ୍‌ପି)-କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। ଏହା ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ କରିବା ଲାଗି ଚାମ୍ପିୟନଶପି୍‌ର ଆୟୋଜକଗଣ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ପ୍ରସ୍ତୁତି କାର୍ଯ୍ୟକୁ ଆଗେଇନେବା ସହଜ ନୁହେଁ ବୋଲି ସେମାନେ ସଫେଇ ଦେଇଛନ୍ତି। ୟୁ.ଏସ୍‌. ଓପନ ଯଦି ନିର୍ଦ୍ଧାରିତ ସମୟରେ ଖେଳାଯାଏ ତେବେ ନୂଆ କାର୍ଯ୍ୟସୂଚୀ ଅନୁସାରେ ଫ୍ରେଞ୍ଚ ଓପନ୍‌ ଏହାର ଏକ ସପ୍ତାହ ପରେ ଏହା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?