ବଇଣ୍ଡା ୭୨ ଘଣ୍ଟା ଶଟ୍‌ଡାଉନ; ଜିଲାପାଳ କ୍ଷମତା ବ୍ୟବହାର କଲେ ସରପଞ୍ଚ

ବଇଣ୍ଡା, ୧୧ା୫ (ଡି.ଏନ.ଏ.): ଅନୁଗୋଳ ଜିଲାରେ ରବିବାର ୧୩ କରୋନା ସଂକ୍ରମିତ ଚିହ୍ନଟ ପରେ ସଂକ୍ରମଣ ରୋକିବାକୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ବଇଣ୍ଡା ସହ ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା କରିଛନ୍ତି। ଉକ୍ତ ନିଷ୍ପତ୍ତି (ଚିଠି ନଂ.୬୩/୧୦ା୦୫ା୨୦୨୦) ସମ୍ପର୍କରେ ସେ ଆଠମଲ୍ଲିକ ଉପଜିଲାପାଳ, କିଶୋରନଗର ବିଡିଓ, ତହସିଲଦାର ଏବଂ ହଣ୍ଡପା ଆଇଆଇସିଙ୍କୁ ଅବଗତ କରାଇଛନ୍ତି। ଚିଠିରେ ସରପଞ୍ଚ ଉଲ୍ଲେଖ କରିଛନ୍ତି ଯେ, ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବଇଣ୍ଡା ଛକ ପଡୁଥିବାରୁ ବାହାର ରାଜ୍ୟରୁ ଓଡ଼ିଶା ଫେରୁଥିବା ପ୍ରବାସୀମାନେ ବଇଣ୍ଡାଠାରେ ଗାଡ଼ିରୁ ଓହ୍ଲାଇ ବିଭିନ୍ନ ସାମଗ୍ରୀ କିଣାକିଣି କରୁଛନ୍ତି। ଫଳରେ ସ୍ଥାନୀୟ ଅଞ୍ଚଳବାସୀ ସୁରକ୍ଷିତ ନୁହନ୍ତି। କେବଳ ଏହି ସମୟ ମଧ୍ୟରେ ଜରୁରିକାଳୀନ ସାମଗ୍ରୀ ଔଷଧ, ଓମ୍‌ଫେଡ, ପନିପରିବା, ଫଳ, ତେଜରାତି ଦୋକାନ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲାଯାଇପାରିବ। ଜରୁରୀ କାମ ନ ଥିଲେ ଘରୁ ଲୋକେ ନ ବାହାରିବାକୁ ସରପଞ୍ଚ ସାହୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri