ନୂଆଦିଲ୍ଲୀ,୨-୭: ସୋମବାର ସଂସଦରେ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜି) ରିପୋର୍ଟ ଉପସ୍ଥାପନ କରାଯାଇଛି। ୨୦୧୭-୧୮ ଆର୍ଥିକ ବଷର୍ର୍ରେ ମୋଟ ବକେୟା ସେବା କର ପରିମାଣ ୧.୧୮ ଲକ୍ଷ କୋଟିରୁ ୧.୬୬ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ସେହିଭଳି ବକେୟା ଉତ୍ପାଦ ଶୁଳ୍କ ପରିମାଣ ପୂର୍ବ ବର୍ଷର ୮୪,୨୦୦ କୋଟି ଟଙ୍କାରୁ ବଢ଼ି ଆଲୋଚ୍ୟ ବର୍ଷରେ ୯୬,୪୯୬ କୋଟି ଟଙ୍କା ହୋଇଛି। ୨୦୧୬-୧୭ରେ ବକେୟା ଆଦାୟ ପରିମାଣ ୧.୧୯ ପ୍ରତିଶତ ରହିଥିବା ବେଳେ ୨୦୧୭-୧୮ରେ ଏହା ୧.୦୨ ପ୍ରତିଶତକୁ ହ୍ରାସ ପାଇଛି। ସେହିପରି ୨୦୧୭-୧୮ ସୁଦ୍ଧା ୧,୦୪,୭୧୮ କୋଟି ଟଙ୍କାର କେନ୍ଦ୍ରୀୟ ଉତ୍ପାଦ ସମ୍ପର୍କିତ ୪୫,୭୪୯ ମାମଲା ବିଭିନ୍ନ ଅଦାଲତରେ ପଡିରହିଛି, ଯାହା କି, ପୂର୍ବବର୍ଷ ତୁଳନାରେ ୩.୫ ପ୍ରତିଶତକୁ ହ୍ରାସ ପାଇଛି। ଆଲୋଚ୍ୟ ବର୍ଷ ଶେଷ ସୁଦ୍ଧା ୧,୨୦,୯୦୭ କୋଟି ଟଙ୍କାର ୪୩,୭୧୮ ସେବା ଟିକସ ମାମଲାର ସମାଧାନ ହୋଇପାରିନାହିଁ।
SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…
ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..
ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…
ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ
ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…
PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍ଲାଇନ୍ ଏବଂ ଅଫଲାଇନ୍ ଉଠାଣର ଷ୍ଟେପ୍ ବାଇ ଷ୍ଟେପ୍ ପ୍ରକ୍ରିୟା…
ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…
Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ
ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…
ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…
ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…
Archives

