ବକ୍ସଅଫିସରେ ଧମାଲ୍‌ କରୁଛି ଫିଲ୍ମ ଓ୍ବାର୍‌

ଗାନ୍ଧୀ ଜୟନ୍ତୀରେ ରିଲିଜ ହୋଇଥିବା ହ୍ରିତିକ ରୋଶନ-ଟାଇଗର ଶ୍ରଫ୍‌ଙ୍କ ଅଭିନୀତ ଫିଲ୍ମ ‘ଓ୍ବାର୍‌’ ବକ୍ସ ଅଫିସରେ ଧମାଲ କରିଛି। ପ୍ରଥମ ଦିନରେ ଫିଲ୍ମ ୫୦ କୋଟି ଆୟ କରିଛି। ଆଗକୁ ଦଶହରା ଛୁଟି ଥିବାରୁ ଫିଲ୍ମ ଆହୁରି ଭଲ ଆୟ କରିବ ବୋଲି ଫିଲ୍ମ ସମୀକ୍ଷକମାନେ ମତ ଦେଇଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ୟଶରାଜ ବ୍ୟାନର ପ୍ରଯୋଜନା କରୁଛି। ଫିଲ୍ମର ଟିଜରରେ ଉଭୟ ହ୍ରିତିକ ଏବଂ ଟାଇଗରଙ୍କୁ ଜବରଦସ୍ତ ଆକ୍ସନ କରୁଥିବାର ଦେଖିବାକୁ ମିଳିଛି। କୌଣସି ପ୍ରମୋଶନ ବିନା ଫିଲ୍ମର ଟିଜର ରିଲିଜ ହୋଇଥିଲେ ମଧ୍ୟ ଏହାକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିଲା। ଫିଲ୍ମରେ ହ୍ରିତିକଙ୍କ ବିପକ୍ଷରେ ବାଣୀ କପୁର ନଜର ଆସିଛନ୍ତି। ସିଦ୍ଧାର୍ଥଙ୍କ ସହିତ ଏହା ହ୍ରିତିକଙ୍କ ଦ୍ବିତୀୟ ଫିଲ୍ମ ହୋଇଥିବାବେଳେ ଟାଇଗର ଏବଂ ବାଣୀଙ୍କର ପ୍ରଥମ ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ ଚାମ୍ପିୟନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶି ବିଶ୍ୱାଳ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri