ବଗଦାଦିଙ୍କ ମୃତ୍ୟୁର ଖେଳ: ଟ୍ରମ୍ପ୍‌ ଦେଖିଲେ ଲାଇଭ୍‌

ଓ୍ବାଶିଂଟନ,୨୮।୧୦: ଆଇଏସ୍‌ ଆତଙ୍କବାଦୀ ଅବୁ ବକର ଅଲ୍‌ ବଗଦାଦିଙ୍କ ମୃତ୍ୟୁ ଘଟିଛି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ ଏଭଳି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସିଆଇଏ ସହାୟତାରେ ବଗଦାଦିଙ୍କ ସମ୍ପର୍କରେ ଆମେରିକା ସୈନ୍ୟ ବାହିନୀକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିବା ପରେ ଅନ୍ଧାର ରାତିରେ ସିରିୟାର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା ଇଦବିଲ୍‌ ପ୍ରଦେଶରେ ଅପରେଶନ୍‌ ଆରମ୍ଭ ହୋଇଥିଲା। ଏକ ଗୁମ୍ଫାରେ କିଭଳି ବଗଦାଦିଙ୍କ ପଛରେ ଡଗ୍‌ ସ୍କ୍ବାଡ୍‌ ଦୌଡ଼ାଯାଇଥିଲା। ଶେଷରେ ବଗଦାଦି ଏକ ଆତ୍ମଘାତୀ ବିସ୍ଫୋରଣରେ ନିଜକୁ ଉଡ଼ାଇ ଦେଇଥିଲେ। ଏହି ସମସ୍ତ ମୃତ୍ୟୁ ଖେଳ ଟ୍ରମ୍ପ୍‌ ଘରେ ବସି ଲାଇଭ୍‌ ଦେଖିଥିବା ସୂଚନା ଦେଇଛନ୍ତି। ଏକ କୁକୁର ଏବଂ ଜଣେ କାପୁରୁଷ ଭଳି ବଗଦାଦିଙ୍କ ମୃତ୍ୟୁ ଘଟିଥିବା ଟ୍ରମ୍ପ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri