ବଜାରରେ ରେନୋ ଇଣ୍ଡିଆର ନୂଆ ଡକ୍ଟର, ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ

ନୂଆଦିଲ୍ଲୀ,୯-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ ଅଭିବୃଦ୍ଧି କରାଇବାର ସମ୍ପୂର୍ଣ୍ଣ ଲକ୍ଷ୍ୟ ରଖାଯାଇଛି ବୋଲି ନୂଆ ଯାନଟିକୁ ବଜାର ପ୍ରବେଶ କରାଇ କମ୍ପାନୀର କଣ୍ଟ୍ରି ସିଇଓ ଏବଂ ଏମ୍‌ଡି ଭେଙ୍କଟରାମ ମାମଲିପାଲେ ସୂଚନା ଦେଇଛନ୍ତି। ଉତ୍ପାଦ ଶ୍ରେଣୀରେ ଉନ୍ନତି, ନେଟଓ୍ବର୍କକୁ ବ୍ୟାପକ କରାଯାଇଛି। ଗ୍ରାହକଙ୍କ ବର୍ଦ୍ଧିତ ଆବଶ୍ୟକତା ପୂରଣ ଦିଗରେ ମଡେଲଟି ସହାୟକ ହୋଇ ପାରିବ ବୋଲି ସେ କହିଛନ୍ତି। ଏଥିରେ ୧୭.୬୪ ସେମିର ଟଚ୍‌ ସ୍କ୍ରିନ ମିଡିଆ ନାଭ୍‌, ଆପଲ କାର୍‌ ପ୍ଲେ, ଆଣ୍ଡ୍ରଏଡ ଅଟୋ, ଭଏସ ରିକଗନିଶନ, ଇକୋ ଗାଇଡ ଗ୍ରାହକ ପାଇପାରିବେ। ମଡେଲଟି ପେଟ୍ରୋଲ ସିଭିଟି, ଡିଜେଲ ଏଏମ୍‌ଟି ଡିଜେଲ ଏଡବ୍ଲୁଡିରେ ଆସୁଛି। କାସ୍ପିଆନ ବ୍ଲୁ, ମାହୋଗାନି ବ୍ରାଉନ ରଙ୍ଗରେ ଏହା ଉପଲବ୍ଧ । ଏହାର ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri