Posted inଜାତୀୟ

ବଜାରରେ ସ୍କୋଡା ସ୍ଲାଭିଆର ଏଲିଗାନ୍ସ ଏଡିଶନ

ଭୁବନେଶ୍ୱର,୧୨।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍କୋଡା ସ୍ଲାଭିଆର ଏଲିଗାନ୍ସ ଏଡିଶନ’କୁ ନିକଟରେ ସର୍ବଭାରତୀୟସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଅଗ୍ରଣୀ ମଡେଲ କୁଶାକ ଓ ସ୍ଲାଭିଆର ସଫଳତା ପରେ କମ୍ପାନୀ ନୂତନ ଏଡିଶନକୁ ନିକଟରେ ଉନ୍ମୋଚନ କରିଛି। ଏପରିକି ସ୍କୋଡା ସ୍ଲାଭିଆର ଏଲିଗାନ୍ସ ଏଡିଶନକୁ ସୀମିତ ପରିମାଣରେ ଉତ୍ପାଦନ କରାଯିବ ସହ ୧.୫ ଟିଏସଆଇ ଇଞ୍ଜିନ ସହିତ ଉପଲବ୍ଧ।
ଏ ସମ୍ପର୍କରେ ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ୍‌ ନିର୍ଦ୍ଦେଶକ ପିଟର ସ୍ଲୋକ କହିଥିଲେ, କୁଶାକ ଓ ସ୍ଲାଭିଆର ନୂତନ ସଂସ୍କରଣକୁ ଏକ ସୀମିତ ଉତ୍ପାଦ ମଧ୍ୟରେ ବଜାର ପ୍ରବେଶ କରାଯିବ। ବିଶେଷ କରି କୁଶାକ ଓ ସ୍ଲାଭିଆକୁ ଆକର୍ଷଣୀୟ କ୍ଲାସିକ କଳା ରଙ୍ଗରେ ଉପଲବ୍ଧ କରାଇବା ସହିତ ଆଧୁନିକ ବୈଶିଷ୍ଟ୍ୟ ଓ ସୁବିଧା ଗ୍ରାହକଙ୍କୁ ପ୍ରଦାନ କରାଯିବ। ସେହିଭଳି ଏକ ବିକଶିତ ଗ୍ରାହକ ଧାରା, ଆମର ଗ୍ରାହକ କୈନ୍ଦ୍ରିକ ଆଭିମୁଖ୍ୟ ଅନୁରୂପ ଆମର ସମସ୍ତ ଉତ୍ପାଦ କାର୍ଯ୍ୟାନୁଷ୍ଠାନ ଆଧାରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri