ଭୁବନେଶ୍ୱର,୧୨।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍କୋଡା ସ୍ଲାଭିଆର ଏଲିଗାନ୍ସ ଏଡିଶନ’କୁ ନିକଟରେ ସର୍ବଭାରତୀୟସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଅଗ୍ରଣୀ ମଡେଲ କୁଶାକ ଓ ସ୍ଲାଭିଆର ସଫଳତା ପରେ କମ୍ପାନୀ ନୂତନ ଏଡିଶନକୁ ନିକଟରେ ଉନ୍ମୋଚନ କରିଛି। ଏପରିକି ସ୍କୋଡା ସ୍ଲାଭିଆର ଏଲିଗାନ୍ସ ଏଡିଶନକୁ ସୀମିତ ପରିମାଣରେ ଉତ୍ପାଦନ କରାଯିବ ସହ ୧.୫ ଟିଏସଆଇ ଇଞ୍ଜିନ ସହିତ ଉପଲବ୍ଧ।
ଏ ସମ୍ପର୍କରେ ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ୍ ନିର୍ଦ୍ଦେଶକ ପିଟର ସ୍ଲୋକ କହିଥିଲେ, କୁଶାକ ଓ ସ୍ଲାଭିଆର ନୂତନ ସଂସ୍କରଣକୁ ଏକ ସୀମିତ ଉତ୍ପାଦ ମଧ୍ୟରେ ବଜାର ପ୍ରବେଶ କରାଯିବ। ବିଶେଷ କରି କୁଶାକ ଓ ସ୍ଲାଭିଆକୁ ଆକର୍ଷଣୀୟ କ୍ଲାସିକ କଳା ରଙ୍ଗରେ ଉପଲବ୍ଧ କରାଇବା ସହିତ ଆଧୁନିକ ବୈଶିଷ୍ଟ୍ୟ ଓ ସୁବିଧା ଗ୍ରାହକଙ୍କୁ ପ୍ରଦାନ କରାଯିବ। ସେହିଭଳି ଏକ ବିକଶିତ ଗ୍ରାହକ ଧାରା, ଆମର ଗ୍ରାହକ କୈନ୍ଦ୍ରିକ ଆଭିମୁଖ୍ୟ ଅନୁରୂପ ଆମର ସମସ୍ତ ଉତ୍ପାଦ କାର୍ଯ୍ୟାନୁଷ୍ଠାନ ଆଧାରିତ ହୋଇଥାଏ।
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍
ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…
କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍ ଭାଙ୍ଗିବାର…
କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍କୁ ନେଇ ଏକ ଖବରଦାତା ସମ୍ମିଳନୀ…
ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ
ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…
ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ
ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…
ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…
ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…
ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ
ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…
ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା
ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…
Archives

