ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆଜି

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ମାସ ୧୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଅଧିବେଶନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ଗୁରୁବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଶାସକ ବିଜେଡି, ବିରୋଧୀ ଭାଜପା, କଂଗ୍ରେସ ଏବଂ ସିପିଏମ୍‌ର ପ୍ରତିନିଧିମାନେ ଯୋଗଦେବେ। ଅନୁରୂପଭାବେ ବିଜେଡି ବିଧାୟକ ଦଳ ବୈଠକ ମଧ୍ୟ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନଂ. ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ମୁଖ୍ୟ ବିରୋଧୀ ଭାଜପା ପକ୍ଷରୁ ମଧ୍ୟ ଅପରାହ୍ନ ୧ଟାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଅନୁରୂପଭାବେ କଂଗ୍ରେସର କେତେଜଣ ବିଧାୟକ ଏକାଠି ବସି ବିଧାନସଭା ରଣନୀତି ପ୍ରସ୍ତୁତ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri