Posted inଜାତୀୟ

ବଜେଟ ପୂର୍ବରୁ ସବୁ ରାଜ୍ୟର ଅର୍ଥମନ୍ତ୍ରୀଙ୍କୁ ଭେଟିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ, ୨୦।୬: ଆସନ୍ତା ଜୁଲାଇ ୫ରେ ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହେବାକୁ ଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସମସ୍ତ ରାଜ୍ୟର ଅର୍ଥମନ୍ତ୍ରୀଙ୍କ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବଜେଟ ସହ ଜଡିତ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ ବୋଲି ଜଣାପଡିଛି। ବଜେଟ ପୂର୍ବରୁ ଜୁନ୍‌ ୨୧ ଜିଏସଟି କାଉସିଲ ବୈଠକ ମଧ୍ୟ ହେବ। ସୂଚନାଯୋଗ୍ୟ, ଏହା ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ରାହୁଲ ଗାନ୍ଧୀଙ୍କର ନାହିଁ ନିଜସ୍ବ ଘର, ଏତେ ଲକ୍ଷ ଟଙ୍କା କରଜରେ କଂଗ୍ରେସ ନେତା

ନୂଆଦିଲ୍ଲୀ,୪।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି କ୍ରମରେ ନିର୍ବାଚନ କମିଶନରଙ୍କ ପାଖରେ...

ନିଜର ସମ୍ମାନ ଭୁଲି ଶସ୍ତା କଥା କହୁଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନନୈତିକ ଦଳ ମଧ୍ୟରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି। ସେପଟେ କଂଗ୍ରେସ ଦଳ ପୁଣି ଥରେ...

ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ...

ଆତଙ୍କବାଦୀ ନିଜ୍ଜର ହତ୍ୟାକାରୀଙ୍କ ଲରେନ୍ସ ବିଶ୍ନୋଇଙ୍କ ସହ ରହିଛି କନେକସନ, କାନାଡା ପୋଲିସ ଜାରି କଲା ଅଭିଯୁକ୍ତଙ୍କ ଫଟୋ

ଓଟାଓ୍ବା,୪।୫: ଖାଲିସ୍ତାନୀ ସମର୍ଥକ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନଜ୍ଜାରଙ୍କ ହତ୍ୟା ମାମଲାରେ କାନାଡା ପୋଲିସ ତିନି ଜଣଙ୍କୁ ଗିରଫ କରିଛି। ତିନି ଅଭିଯୁକ୍ତଙ୍କ ଫଟୋ ଶେୟାର...

ମେ’ ୧୪ରେ ନାମାଙ୍କନ ଦାଖଲ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି ପକ୍ଷରୁ ବାରଣାସୀରୁ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବାରଣାସୀରେ...

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା...

ସମାନ ନାମଧାରୀ ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେଇ ହେବନି

ନୂଆଦିଲ୍ଲୀ,୪ା୫: କୌଣସି ରାଜନେତାଙ୍କ ନାଁ ଅନ୍ୟ ପ୍ରାର୍ଥୀଙ୍କ ସହ ସମାନ ହୋଇଥିଲେ, ତାହା ତାଙ୍କ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା ଅଧିକାରକୁ ପ୍ରଭାବିତ କରେନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri