Posted inଜାତୀୟ

ବଜେଟରେ ମହିଳାଙ୍କୁ ପ୍ରାଧାନ୍ୟ: ଏସଏଚଜି ମହିଳାଙ୍କୁ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା

ନୂଆଦିଲ୍ଲୀ, ୫।୭:: ଶୁକ୍ରବାର ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥର ବଜେଟରେ ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି, ନାରୀ ନୁହେଁ ତୁ ନାରାୟଣୀ ଆମ ମନ୍ତ୍ର, ମହିଳାଙ୍କ ପ୍ରଗତିରେ ଦେଶର ପ୍ରଗତି ବୋଲି ଆମ ସରକାର ବିଶ୍ୱାସ କରେ। ବଜେଟରେ ଏସ୍‌ଏଚଜି ମହିଳାଙ୍କୁ ମୁଦ୍ରା ଯୋଜନାରେ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା କରାଯାଇଥିବାବେଳେ ପ୍ରତି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସଦସ୍ୟଙ୍କର ଜନଧନ ଆକାଉଣ୍ଟ ଥିଲେ ୫ ହଜାର ଟଙ୍କା ଯାଏ ଓଭରଡ୍ରଫ୍ଟର ସୁଯୋଗ ମଧ୍ୟ ରହିଛି। ସେହିପରି ୨୦୨୨ ସୁଦ୍ଧା ଉଜ୍ଜଳା ଯୋଜନାରେ ୭କୋଟି ମହିଳାଙ୍କୁ ଗ୍ୟାସ୍‌ କନେକ୍ସନ ଯୋଗାଇଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri