ବଜ୍ରପାତ ନେଲା ୬ ଗୋରୁଙ୍କ ଜୀବନ

ଖପ୍ରାଖୋଲ,୨୫ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ପବନ ବର୍ଷା ସାଙ୍ଗକୁ ବଜ୍ରପାତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବ୍ଲକ ଅନ୍ତର୍ଗତ ଚାଉଳବାଂଜି ଗାଁରେ ବଜ୍ରପାତରେ ୬ ଗୋରୁଙ୍କର ମୃତ୍ୟୁ ଘଟିଛି। ଅପରାହ୍ନରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ଚାଉଳବାଂଜି ଗାଁର ଅନେକ ଗୋରୁ ଗାଁ ମୁଣ୍ଡ ବରଗଛ ମୂଳେ ରହି ଯାଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ଅନଙ୍ଗ ଧରୁଆ, ବଂଶୀ ନିଆଲ, ପବିତ୍ର ନିଆଲ, ମୂରଲୀ ଧରୁଆଙ୍କ ଗୋଟିଏ ଲେଖାଏ ବଳଦ ଏବଂ ଚୂଡା ଖର୍ସେଲଙ୍କ ବଳଦ ଏବଂ ବାଛୁରୀର ମୃତ୍ୟୁ ହୋଇଯାଇଥିଲା। ସେହିପରି କାଳବୈଶାଖୀ ଯୋଗୁଁ ଗଛ ଭାଙ୍ଗି ବାଘମୁଣ୍ଡ ପଞ୍ଚାୟତ ହିର୍ଲି ଗାଁରେ ଗୋଟିଏ ବଳଦର ମତ୍ୟୁ ହୋଇଥିବା ବେଳେ ଅନ୍ୟ ୪ଟି ବଳଦ ଗୁରୁତର ହୋଇଛନ୍ତି। କୁଆପଥର ବର୍ଷା ଯୋଗୁଁ ବ୍ୟାପକ ରବିଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି। ସେହିପରି ବଜ୍ରପାତ ଯୋଗୁଁ ଦମେଇପାଲି ଗାଁ ଜଗନ୍ନାଥ ମନ୍ଦିରର ଦଧିନଉତିର ଧ୍ୱଜା ଉଡିଜିବା ସହ କିଛି ଇଟା ମଧ୍ୟ ଭାଙ୍ଗି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri