ବଜ୍ରପାତରେ ଗାଈଆଳଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲାରେ ବୁଧବାର ପୂର୍ବାହ୍ନରେ ବଜ୍ରପାତ ଘଟି ଜଣେ ଗାଈଆଳଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲିଙ୍ଗରାଜ ବେହେରା। ତାଙ୍କ ଘର ନୟାଗଡ଼ ଜିଲା ସରଣକୁଳ ଥାନା ବାଉଁସିଆ ଗାଁରେ।
ଲିଙ୍ଗରାଜ ଗାଈ ଚରାଇବାକୁ ଗାଁ ନିକଟସ୍ଥ ଚାସ ଜମିକୁ ଯାଇଥିଲେ। ବ୍ରଜପାତ ଘଟିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri