Posted inଭଦ୍ରକ

ବଜ୍ରପାତରେ ଜଣେ ମୃତ

ଆରଡ଼ି, ୧୮।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଗଡଗଡି ଗ୍ରାମର ସୁରେନ୍ଦ୍ର ସ୍ବାଇଁ (୫୬)ଙ୍କର ବଜ୍ରପାତରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ତାଙ୍କ ଘର ବାଡ଼ିକୁ ଯାଉଥିବା ବେଳେ ବଜ୍ରପାତ ଘଟିଥିଲା। ପରିବାର ଲୋକେ ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri