ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

ଆନନ୍ଦପୁର,୮। ୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କାଠକଟା ହୁଡି ନିକଟ ଝରଣା କୂଳରେ ବଜ୍ରପାତରେ ଦିଲୀପ ଚକ୍ର ନାମକ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ତାଙ୍କ ଘର ତରତରା ପଞ୍ଚାୟତ ଦୁଡୁଗାଁ ଗ୍ରାମରେ। ସୋମବାର ଅପରାହ୍ନରେ କାଠକଟା ଅଞ୍ଚଳ ବୁଲିବାକୁ ଯାଇଥିବାବେଳେ କାଳ ବୈଶାଖୀ ପ୍ରଭାବରେ ବର୍ଷା ହେବାରୁ ଦିଲୀପ ନିକଟସ୍ଥ ଏକ ଗଛ ମୂଳରେ ଠିଆ ହୋଇଥିବାବେଳେ ବଜ୍ରପାତର ଶିକାର ହୋଇଥିଲେ। ସେହିପରି କାଠକଟା ପଞ୍ଚାୟତ ଯୋଗିଆବନ୍ଧ ଗ୍ରାମର ଚଞ୍ଚଳା ମହାନ୍ତ ଘରେ ଥିବା ସମୟରେ ବଜ୍ରପାତରେ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଶାଳବଣି ମଣ୍ଡଳ ଭାଜପା ସଭାପତି ଟୁକୁନା ମହାନ୍ତ ଘଟଣା ସ୍ଥଳରେ ପହଞ୍ଚତ୍ଥିବାବେଳେ ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ପ୍ରଦାନ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri