ବଜ୍ରପାତରେ ଜଣେ ମୃତ, ସରକାରୀ ସହାୟତା ଦାବି

ଗୋପ,୨୦।୬(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ଥାନା ଅନ୍ତର୍ଗତ ବନ୍ତଳିଗ୍ରାମର ଜଣେ ବ୍ୟକ୍ତିଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଗୋପାଳ ସେନାପତି(୪୫)। ପୂର୍ବାହ୍ନରେ ସେ ନିଜ ବ୍ୟବସାୟ ସାରି ଘରକୁ ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ସେ ଗୁରୁତର ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ପୁରୀ ସଦର ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଯୁବକଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ଯୋଗାଇ ଦେବାକୁ ଜିଲା ପରିଷଦ ସଭ୍ୟ ସରୋଜିନୀ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri