ବଜ୍ରପାତରେ ମହିଳା ମୃତ

ବେଗୁନିଆପଡ଼ା,୧୭ା୧୦(ଡି.ଏନ.ଏ.)-ବେଗୁନିଆପଡ଼ା ବ୍ଲକ ଏସ୍‌.ଛଚିନା ପଞ୍ଚାୟତର ତୁମ୍ବୁଡ଼ା ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପି. ଡମା ପାତ୍ରଙ୍କ ସ୍ତ୍ରୀ ପି.ତାରମା। ପି.ତାରମା ନିଜ ବିଲକୁ ଘାସ ବାଛିବା ପାଇଁ ଯାଇଥିଲେ। ହଠାତ ବର୍ଷା ହେବା ସହ ବଜ୍ରପାତ ହେବାରୁ ତରମା ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ବେଗୁନିଆପଡ଼ା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ଗୁରୁବାର ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି କହିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri