ବଜ୍ରପାତରେ ଯୁବକ ଗୁରୁତର

ନାରାୟଣପାଟଣା, ୭।୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ସୋମବାର ବଜ୍ରପାତରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ କୁମ୍ଭାରୀ ଗାଁର ଚିତ୍ତରଞ୍ଜନ ଗୁରୁ(୩୫)। ଚିତ୍ତରଞ୍ଜନ ମାଛ ଧରିବାକୁ ଗାଁ ନିକଟ ଝଞ୍ଜାବତୀ ନଦୀକୁ ଯାଇଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ସେ ଗୁରୁତର ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ନାରାୟଣପାଟଣା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିତ୍ତରଞ୍ଜନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ କୋରାପୁଟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା…

ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ସ୍ବାସ୍ଥ୍ୟ ସେବା: ପ୍ରଶାସନର ପ୍ରଚେଷ୍ଟାକୁ ସର୍ବସାଧାରଣରେ ପ୍ରଶଂସା

ଥୁଆମୂଳ ରାମପୁର, ୧୯।୯ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତର ଉପାନ୍ତ ଅଞ୍ଚଳରେ ଏକ ମେଗା ସ୍ବାସ୍ଥ୍ୟ…

‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ

ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ…

ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଜଣଙ୍କୁ ହତ୍ୟା

ଝାରବନ୍ଧ, ୧୯।୬ (ଦେବେନ୍ଦ୍ର ସାହୁ ): ବରଗଡ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ତୁର୍ଲା ଠାରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି ।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ରେଡ୍‌ , ୭ଟି ସ୍ଥାନରେ ଏକକାଳୀନ ଚଢାଉ

କୋରାପୁଟ/ନନ୍ଦପୁର, ୧୯।୬( ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି।…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri